ହାଇଓ୍ବା ଧକ୍କାରେ ଦୁଇ ମୃତ, ଜଣେ ଗୁରୁତର
କଲମପୁର : ଜୟପାଟଣା ମୋଟେର ମୁଖ୍ୟ ରାସ୍ତାର ଦୁଲକିବନ୍ଧ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ହାଇଓ୍ବା ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଜଣେ ଗୁରୁତରଙ୍କୁ ଉଦ୍ଧାର କରାଯାଇ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି … Read More
