୧୪୪ତମ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୨୩ଟି ଶିଳ୍ପ ବିନିଯୋଗକୁ ଅନୁମୋଦନ
ଭୁବନେଶ୍ୱର: ୨୩ଟି ଶିଳ୍ପ ବିନିଯୋଗ ପ୍ରସ୍ତାବକୁ ସିଙ୍ଗିଲ୍ ୱିଣ୍ଡୋ ଅନୁମୋଦନ ମିଳିଛି । ୧୪୪ତମ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମଞ୍ଜୁରୀ ପ୍ରଦାନ କରାଯାଇଛି । ପ୍ରସ୍ତାବଗୁଡିକର ମୋଟ ବିନିଯୋଗ ପରିମାଣ ୪,୧୧୧,୮୦ କୋଟି ଟଙ୍କା ରହିଛି । ଏହା … Read More
