ଆତ୍ମସମର୍ପଣ କଲେ ୧୫ ମାଓବାଦୀ, ମାଓମୁକ୍ତ ହେଲା ରାୟଗଡ଼ା ଜିଲ୍ଲା

ରାୟଗଡ଼ା: ଭୁଶୁଡୁଛି ଲାଲଗଡ଼। ମାଓମୁକ୍ତ ହେଲା ରାୟଗଡ଼ା ଜିଲ୍ଲା ।  ଆତ୍ମସମର୍ପଣ କରିଛନ୍ତି ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ ହାର୍ଡକୋର ମାଓବାଦୀ । ବାସଧାରା ଘୁମୁସର ନାଗାବଳି ଡିଭିଜନର ମୋଟ ୧୫ଜଣ ମାଓ କ୍ୟାଡର ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି ।  … Read More

୧୯ରେ ମାଟ୍ରିକ୍ ପରୀକ୍ଷା, ଆଜି ଆସିଲା ଆଡମିଟ କାର୍ଡ

ସମ୍ବଲପୁର: ଆସନ୍ତା ୧୯ରେ ମାଟ୍ରିକ୍ ପରୀକ୍ଷା । ଏଥିପାଇଁ ସମ୍ବଲପୁର ଜୋନର ୯ଟି ଜିଲ୍ଲାର ୧,୧୪୧ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧ ଲକ୍ଷ ୨୫ ହଜାର ୩୨୭ ଜଣ ଛାତ୍ରଛାତ୍ରୀ ଚଳିତ ବର୍ଷ ପରୀକ୍ଷା ଦେବେ । ଏଥିପାଇଁ ପରିଷଦ କାର୍ଯ୍ୟାଳୟକୁ ପରୀକ୍ଷାର୍ଥୀଙ୍କ … Read More

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ବର: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନଭେନସନରେ ଏହା ଅନୁଷ୍ଠିତ ହେବ । ଏଥିରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ। ଭୁବନେଶ୍ୱର, … Read More

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଛାତ୍ରୀଙ୍କୁ ଅସଦାଚରଣ, ପ୍ରଫେସର ନିଲମ୍ବିତ

ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା । ନିଲମ୍ବିତ ହେଲେ ପ୍ରଫେସର ଡ. ସରୋଜ ସାହୁ । ବିଶ୍ବବିଦ୍ୟାଳୟର ଏମ୍ ବିଏ ବିଭାଗର ଜଣେ ପିଏଚ୍ ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ୍ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା ।  ଛାତ୍ରୀଙ୍କ ଅଭିଯୋଗ ପରେ … Read More

ଛଅ ଦିନିଆ ଓଡ଼ିଶା ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି

ଭୁବନେଶ୍ବର: ଛଅ ଦିନିଆ ଓଡ଼ିଶା ଗସ୍ତ ସାରି ଫେରିଗଲେ ରାଷ୍ଟ୍ରପତି ଦୌପତି ମୁର୍ମୁ ।  ଆଜି ସକାଳେ ଲୋକ ଭବନରୁ ବାହାରି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ । ଏହାପରେ ଛତିଶଗଡ଼ ଜଗଦଲପୁର ଗସ୍ତ କରିଛନ୍ତି ରାଷ୍ଟ୍ରପତି । ସେଠାରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ … Read More

ଘରେ ପଶି ଦଳିଦେଲା ଦନ୍ତା

ବେଗୁନିଆ: ଘରେ ପଶି ମାରିଲା ଦନ୍ତା ହାତୀ । ଦୋକାନ ଘର ଭାଙ୍ଗିବା ସହ ଜଣଙ୍କୁ ଦଳିଦେଲା । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ସିକୋ ନିକଟ ଖଡ଼ିପଦର ଗାଁରେ ହାତୀ ଉପଦ୍ରବ। ମୃତକ ହେଲେ ଶଙ୍କର ରାଉତରାୟ । ପ୍ରତିବାଦରେ ରଣପୁର-ପୁରୀ ଜଗନ୍ନାଥ … Read More

ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଦୁଇ ଜୀବନ

ଅନୁଗୁଳ: ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ। ଚାଲିଗଲା ଦୁଇ ଜୀବନ ।  ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ମହିତଳା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ନତଡା ଗାଁର ବିକ୍ରମ ସାହୁ ଙ୍କ ପୁଅ ବିରେନ୍ଦ୍ର … Read More

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଅବକାରୀ ଆଇନକୁ ନେଇ ବଡ ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ । ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ … Read More

୧୨ରେ ଭାରତ ବନ୍ଦ, ଧର୍ମଘଟକୁ ଓହ୍ଲାଇବେ ଦେଶର ୫୦ କୋଟି ଶ୍ରମିକ

ଭୁବନେଶ୍ୱର: ଆସନ୍ତା ୧୨ରେ ଭାରତ ବନ୍ଦ । ଦେଶବ୍ୟାପୀ ସାଧାରଣ ଧର୍ମଘଟ ଡାକରା ଦେଇଛି ସିଆଇଟିୟୁ ସମେତ ସମଗ୍ର ଦେଶର ପ୍ରମୁଖ ଦଶଟି କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଏବଂ ବ୍ୟାଙ୍କ, ବୀମା, କେନ୍ଦ୍ର ରାଜ୍ୟ ସରକାରୀ କର୍ମଚାରୀ ସଂଗଠନ ସମୂହ । … Read More

ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ; ଜଳିଗଲା NDMC ଗୋଦାମ

ନୂଅଦିଲ୍ଲୀ: ଶୁକ୍ରବାର ସନ୍ଧ୍ୟାରେ ଦିଲ୍ଲୀ ସଫଦରଜଙ୍ଗ ଫ୍ଲାଏଓଭର ନିକଟରେ NDMC ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର ତୀବ୍ରତା ଏତେ ମାତ୍ରାରେ ଥିଲା ଯେ, ୨୦ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ ବୋଲି ଅଧିକାରୀ … Read More