କୋଣାର୍କ ଉପକୂଳରେ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ
କୋଣାର୍କ: କୋଣାର୍କ ସମୁଦ୍ର ଉପକୂଳରେ ବିରଳ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଫେବୃୟାରୀ ୨ ତାରିଖ ପର୍ଯ୍ୟନ୍ତ ୧୯ଟି ବସାରେ ସମୁଦାୟ ୨୦୭୭ ଅଣ୍ଡା ସଂଗୃହିତ କରାଯାଇ ଅସ୍ଥାୟୀ ପ୍ରଜନନ କେନ୍ଦ୍ରରେ ରଖାଯାଇଛି । ଏହି ଅଣ୍ଡାଗୁଡିକ … Read More
