ପଶ୍ଚିମବଙ୍ଗରେ ବେଆଇନ୍ ଖଣି ମାମଲା, ୧୦ ସ୍ଥାନରେ ଇଡି ରେଡ୍

କୋଲକାତା : ମଙ୍ଗଳବାର ଦିନ ଇଡି ପଶ୍ଚିମବଙ୍ଗର ୧୦ଟି ସ୍ଥାନକୁ ଚଢାଉ କରିଛି । ବେଆଇନ କୋଇଲା ଖଣି ଏବଂ ପରିବହନ ଅଭିଯୋଗରେ ମନି ଲଣ୍ଡରିଂ ତଦନ୍ତ ପାଇଁ ଇଡି ଚଢାଉ କରିଥିବା ଜଣାପଡିଛି । ରାଜ୍ୟ ପୋଲିସ ଅଧିକାରୀ ମନୋରଞ୍ଜନ ମଣ୍ଡଳଙ୍କ … Read More

ଘାଟିକୁ ଖସିଲା ବସ୍, ୩ ମୃତ ଓ ଅନେକ ଆହତ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଡେରାଡୁନ୍ ଜିଲ୍ଲାର କାଳସୀ ଅଞ୍ଚଳର ହିମାଚଳ ପ୍ରଦେଶର ଏକ ଯାତ୍ରବାହୀ ବସଟି ଗଭୀର ଘାଟିରେ ଘସି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । … Read More

ଟ୍ରେକିଂ ବେଳେ ଚାଲିଗଲା ଆଇନ ଛାତ୍ରୀଙ୍କ ଜୀବନ, ୩୯୦ ଫୁଟ୍ ଘାଟିରୁ ମିଳିଲା ମୃତଦେହ

ମହାରାଷ୍ଟ୍ର : ମହାରାଷ୍ଟ୍ରର ଲୋନାୱାଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଲୋନାୱାଲାରେ ନବୀ ମୁମ୍ବାଇର ୧୯ ବର୍ଷୀୟ ଲ ଛାତ୍ରୀଙ୍କର ମୃତ୍ୟୁ ଘଟିଛି । ଟ୍ରେକିଂ ସମୟରେ ଏପରି ଘଟଣା ଘଟିଥିବା ଜଣାପଡିଛି । ମୃତକ ଶ୍ରେୟା ପତି ବୋଲି … Read More

୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ଟାରିଫ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଟାରିଫ ହ୍ରାସ କଲା ଆମେରିକା । ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ ।  ଆଗକୁ ପୂରା ୨୫ ପ୍ରତିଶତ ହ୍ରାସ ହେବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ ଘୋଷଣା କରିଛନ୍ତି … Read More

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆସନ୍ତାକାଲି ଶ୍ଵେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ।ଆଜି ପୁରୀରେ ରାତ୍ରି ଯାପନ କରିବା  ନେଇ ସୂଚନା ରହିଛି। ବୁଧବାର ସକାଳ ୭ଟା ସମୟରେ ପୁରୀର ବାଲିସାହି ଶ୍ଵେତଗଙ୍ଗା ଠାରେ ପିଣ୍ତ ଦାନ କରିବାର କାର୍ଯ୍ୟକ୍ରମ ରହିଛି। ପିଣ୍ତଦାନ କରିବା ପରେ … Read More

ସହରାଞ୍ଚଳ ନିର୍ବାଚନ ପ୍ରସଙ୍ଗରେ ପିସିସି ସଭାପତିଙ୍କ ବଡ ବୟାନ

ଭୁବନେଶ୍ବର: ନୂଆ ପୌର ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନ ପ୍ରସଙ୍ଗରେ ବଡ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି ଯେ ପୌର ଏବଂ ଏନ୍‌ଏସି ନିର୍ବାଚନ  ବାଲଟ୍‌ ପେପରରେ କରିବାକୁ ଦାବି କରିଛନ୍ତି। ଏହି … Read More

ସୁବୁଦ୍ଧି ପାଟଣା ଗାଁରେ ଜଳ ସଙ୍କଟ: ପଞ୍ଚାୟତ ଅଫିସ ଘେରିଲେ ଗ୍ରାମବାସୀ

ବାଣପୁର: ଖରାଦିନେ ସାଧାରଣତଃ ପାନୀୟ ଜଳ ସମସ୍ୟା ଦେଖାଦେଇଥାଏ। ଚିଲିକା ବ୍ଲକ ବଡ଼କୁଳ ପଞ୍ଚାୟତ ସୁବୁଦ୍ଧି ପାଟଣା ଗାଁରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଗାଁରେ ୧୦୦ ପରିବାରକୁ ମାତ୍ର ୨ ଟି ଷ୍ଟାଣ୍ଡ ପୋଷ୍ଟ ରହିଛି। ଗାଁରେ ନଳକୂପ ଥିଲେ … Read More

ତାରାତାରିଣୀ ପୀଠରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ

ଭୁବନେଶ୍ୱର :‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ ହୋଇଛି।। ଆଜି ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି। ସେପଟେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା … Read More

୯ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ୨ ବର୍ଷ ଜେଲ୍

ଭୁବନେଶ୍ୱର : ଓଡ଼ିଶାରେ ପ୍ରଥମଥର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ସଜା । ୯ ଅନୁପ୍ରବେଶକାରୀ ବାଂଲାଦେଶୀଙ୍କୁ ୨ ବର୍ଷ ଜେଲ୍ । ସଜା ଶୁଣାଇଛନ୍ତି ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍। ଏହାସହ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା କରାଯାଇଛି। ଜରିମାନା ଅନାଦେୟ ହେଲେ ଆଉ … Read More

ଚାନ୍ଦିପୁଟରେ ଗୋଷ୍ଠୀ ସଂଘର୍ଷ, ୧୦ ଆହତ

ଗଜପତି : ଗଜପତି ଜିଲ୍ଲା ମୋହନା ଥାନା ଚାନ୍ଦିପୁଟରେ ଗୋଷ୍ଠୀ ସଂଘର୍ଷ ।  ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ଆକ୍ରମଣ ଅଭିଯୋଗ ।  ଗୋଷ୍ଠୀ ସଂଘର୍ଷ ଯୋଗୁଁ ୧୦ଜଣ ଆହତ ହୋଇଛନ୍ତି ।  ସେମାନଙ୍କୁ ବ୍ରହ୍ମପୁର ମେଡିକାଲରେ … Read More