ଆସନ୍ତାକାଲି ଯାଜପୁର ପୌରାଞ୍ଚଳରେ ସବୁ ସ୍କୁଲ୍ ଛୁଟି
ଯାଜପୁର : ଆଜିଠାରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଯାଜପୁର, ବାଲେଶ୍ବର, ପୁରୀ, ମୟୂରଭଞ୍ଜ ଏବଂ ଭୁବନେଶ୍ବରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ମହାମହିମଙ୍କ ଗସ୍ତକୁ ଆଖି ଆଗରେ ରଖି ଆସନ୍ତାକାଲି ଯାଜପୁର ପୌରାଞ୍ଚଳରେ ସବୁ … Read More
