ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନଶିକ୍ଷକ ଗିରଫ, ପ୍ରତିବାଦରେ ଅଭିଭାବକଙ୍କ ଧାରଣା
ସାଲେପୁର : ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନଶିକ୍ଷକ ଗିରଫ । ଗିରଫଦାରୀକୁ ବିରୋଧ କରି କିଛି ଅଭିଭାବକଙ୍କ ଧାରଣା । କଟକ ସରପଡା ପଂଚାୟତ ଗୋପୀନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ନାଁରେ ଏପରି ଅଭିଯୋଗ ଆସିଛି । ଜଣେ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ … Read More
