ବଦଳିବ ଡ୍ରେସ୍ କୋର୍ଡ, ନୂଆ ରୂପ ପାଇବ ମିଶନ ଶକ୍ତି

ଭୁବନେଶ୍ୱର : ନୂଆ ରୂପ ପାଇବ ମିଶନ ଶକ୍ତି ।  ବଦଳିବ ଡ୍ରେସ୍ କୋର୍ଡ ।  ୭୦ଲକ୍ଷ ମହିଳା ପାଇବେ ନୂଆ ଡ୍ରେସ୍ ।  ଉତ୍କଳ ଦିବସରୁ ନୂଆ ଡ୍ରେସ୍ କୋର୍ଡ ଲାଗୁ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।  … Read More

ମହାନଦୀ ପ୍ରସଙ୍ଗ: ବିଜେଡ଼ିକୁ ନିଶାଣ କଲେ ମନ୍ତ୍ରୀ ସୁରେଶ ପୂଜାରୀ

ସମ୍ବଲପୁର : ମହାନଦୀ ପ୍ରସଙ୍ଗରେ ବିଜେଡ଼ିକୁ ନିଶାଣ କରିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ସମସ୍ୟା ସେମାନେ ତିଆରି କରିଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ । ମହାନଦୀ ସମସ୍ୟା ପ୍ରସଙ୍ଗରେ ବିରୋଧୀ ବିଜୁ ଜନତା ଦଳକୁ ନିଶାଣ କରିଛନ୍ତି ମନ୍ତ୍ରୀ ସୁରେଶ … Read More

ପୀତବାସ ହତ୍ୟା ମାମଲା: ବିକ୍ରମ ପଣ୍ଡାଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା। ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ସମେତ ୧୫ ଜଣ ଅଭିଯୁକ୍ତ ଆଜି ବ୍ରହ୍ମପୁର ଜିଲ୍ଲା କୋର୍ଟରେ ହାଜର ହୋଇଛନ୍ତି। ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ଥିବା ବିଜେଡି ନେତା ମଦନ ଦଳାଇ ଅସୁସ୍ଥତା … Read More

ଆସନ୍ତାକାଲି ଯାଜପୁର ପୌରାଞ୍ଚଳରେ ସବୁ ସ୍କୁଲ୍‌ ଛୁଟି

ଯାଜପୁର : ଆଜିଠାରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଯାଜପୁର, ବାଲେଶ୍ବର, ପୁରୀ, ମୟୂରଭଞ୍ଜ ଏବଂ ଭୁବନେଶ୍ବରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେ‌ବେ। ମହାମହିମଙ୍କ ଗସ୍ତକୁ ଆଖି ଆଗରେ ରଖି ଆସନ୍ତାକାଲି ଯାଜପୁର ପୌରାଞ୍ଚଳରେ ସବୁ … Read More

ଭୁବନେଶ୍ବରରେ ପହଞ୍ଚିିଲେ ମହାମହିମ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ସେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ମହାମହିମଙ୍କ ସ୍ବାଗତ ପାଇଁ ରାଜ୍ୟପାଳ ହରିବାବୁ କମ୍ଭବପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, … Read More

ହତ୍ୟାକାରୀଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଲା କିନ୍ନର ସଂଗଠନ

ଭୁବନେଶ୍ୱର : ରାଜଧାନୀରେ କିନ୍ନରଙ୍କୁ ବୀଭତ୍ସ ହତ୍ୟା । ହତ୍ୟାକାରୀଙ୍କ ଗିରଫ ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ କିନ୍ନର ସଂଗଠନ । ଏୟାରପୋର୍ଟ ଏଜି ଛକରେ ରାସ୍ତା ରୋକ କରିବା ସହ କ୍ୟାପିଟାଲ ହସ୍ପିଟାଲ ଛକରେ ଆନ୍ଦୋଳନ କରିଛନ୍ତି । ପୋଷ୍ଟମର୍ଟମ ପରେ ଆନ୍ଦୋଳନକୁ … Read More

IFS ସନତ କୁମାର ଏନ୍ ହେଲେ ନନ୍ଦନକାନନ ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର : ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନୂଆ ନିର୍ଦେଶକ ହେଲେ ସନଥ କୁମାର ଏନ। ସେ ପୂର୍ବରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଡେପୁଟି ନିର୍ଦେଶକ ଥିଲେ ସନଥ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।ପୂର୍ବରୁ  ନନ୍ଦନକାନନ … Read More

ନୂଆ ରୂପ ପାଇବ ଯୋରନ୍ଦା ମହିମା ଗାଦି, ୨୪୦ କୋଟିରେ ୨୬୩ ଫୁଟର ହେବ ମନ୍ଦିର ନିର୍ମାଣ

ଢେଙ୍କାନାଳ : ଯୋରନ୍ଦା ମହିମା ଗାଦିର ଉନ୍ନତି ପାଇଁ ନୂତନ ପ୍ରକଳ୍ପର ଶିଳାନ୍ୟାସ । ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇ ନୂତନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଯୋରନ୍ଦାରେ ଭବ୍ୟ ମନ୍ଦିର ନିର୍ମାଣ ହେବ । ୨୪୦ କୋଟି … Read More

ସନ୍ଦେହଜନକ ଅବସ୍ଥାରେ ଅବସରପ୍ରାପ୍ତ ନର୍ସଙ୍କ ମୃତଦେହ ଉଦ୍ଧାର

ଭଦ୍ରକ: ଅବସରପ୍ରାପ୍ତ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ । ହତ୍ୟା ଅଭିଯୋଗ ଆଣିଲେ ପରିବାର । ଭଦ୍ରକ ଟାଉନ ଥାନା ବନ୍ତ ଛକରେ ଘର ଭିତରୁ ଅବସରପ୍ରାପ୍ତ ନର୍ସଙ୍କ ମୃତଦେହ ମିଳିଛି । ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ମିଳିଛି । ସୂଚନା ଅନୁଯାୟୀ, … Read More

୧୦୦କିମି ସାଇକେଲ ଯାତ୍ରା କରି ଚାଷୀଙ୍କ ସମସ୍ୟା ବୁଝିଲେ ଉପଜିଲ୍ଲାପାଳ

ନରସିଂହପୁର: ସାଇକେଲରେ ଯାଇ ଚାଷୀଙ୍କ ସମସ୍ୟା ବୁଝିଲେ ଉପଜିଲ୍ଲାପାଳ। ଆଠଗଡ଼ ଉପଜିଲ୍ଲାପାଳଙ୍କର ୧୦୦କିମି ସାଇକେଲ ଯାତ୍ରା । ଆଠଗଡ଼ ଉପ ଜିଲ୍ଲାପାଳ ଅଫିସରୁ ବାହାରି ତିଗିରିଆ ବଡମ୍ବା ନରସିଂହପୁର ଗସ୍ତ କରିଛନ୍ତି ଆଠଗଡ଼ ଉପ-ଜିଲ୍ଲାପାଳ ପ୍ରହଲ୍ଲାଦ ନାରାୟଣ ଶର୍ମା । ଏହି ସାଇକେଲ … Read More