“କେବଳ ବିରୋଧୀ ଶାସିତ ରାଜ୍ୟରେ ହେଉଛି SIR” : ମମତା ବାନାର୍ଜୀ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ନିର୍ବାଚନ ଆୟୁକ୍ତଙ୍କୁ ନିଶାଣ କରି ଅଭିଯୋଗ କରିଛନ୍ତି ଯେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ର ପୀଡିତମାନଙ୍କୁ ସୁଯୋଗ ଦେଉନାହାନ୍ତି ସରକାର । ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟଗୁଡ଼ିକରେ SIRର ପଛରେ … Read More

ଗୃହରେ ହଟ୍ଟଗୋଳ, ଆସନ୍ତାକାଲି ସକାଳ ୧୧ ଟା ପର୍ଯ୍ୟନ୍ତ ଲୋକସଭା ମୁଲତବୀ

ନୂଆଦିଲ୍ଲୀ: ଲୋକସଭାରେ ରାହୁଲ ଗାନ୍ଧୀଙ୍କ ଭାଷଣ ଲଗାତାର ଦ୍ୱିତୀୟ ଦିନ ପାଇଁ ବାଧାପ୍ରାପ୍ତ ହୋଇଛି। ଅପରାହ୍ନ ୨ଟାରେ, ରାହୁଲ ଗାନ୍ଧୀ ଗୃହରେ ଜଣେ ପୂର୍ବତନ ସେନା ମୁଖ୍ୟଙ୍କ ଦ୍ୱାରା ପ୍ରକାଶିତ ଏକ ଅପ୍ରକାଶିତ ପୁସ୍ତକରୁ ଏକ ଲେଖା ଉପସ୍ଥାପନ କରିଥିଲେ। ସେ … Read More

ସଂସଦରେ ନାରାବାଜି, ପେପର ଚିରି ଫିଙ୍ଗିବାରୁ ୮ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ: ଆଜି ସଂସଦରେ ବିରୋଧୀ ପକ୍ଷର ୮ ଜଣ ସାଂସଦ ନିଲମ୍ବିତ ହୋଇଛନ୍ତି । ଚଳିତ ବଜେଟ୍‌ ଅଧିବେଶନରୁ ପୁରା ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବିବାଦୀୟ ମନ୍ତବ୍ୟରୁ ଗୃହରେ ପ୍ରବଳ ହଟ୍ଟଗୋଳ … Read More

ଏୟାର ଇଣ୍ଡିଆର ଇନ୍ଧନ ସ୍ବିଚରେ ତ୍ରୁଟି, ବୋଇଂ ୭୮୭ ବିମାନର ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ : ଗତକାଲି ଲଣ୍ଡନରୁ ବାଙ୍ଗାଲୋର ଅଭିମୁଖେ ଯାତ୍ରା କରିବା ପୂର୍ବରୁ ଏୟାର ଇଣ୍ଡିଆର ଜଣେ ପାଇଲଟ୍ ବୋଇଂ ୭୮୭ ଡ୍ରିମଲାଇନର ବିମାନର ଇନ୍ଧନ ନିୟନ୍ତ୍ରଣ ସ୍ୱିଚ୍‌ରେ ତ୍ରୁଟି ଥିବା ଅଭିଯୋଗ କରିଥିଲେ । ଯାହା ଫଳରେ ବିମାନ ଉଡ଼ାଣକୁ ବାତିଲ କରାଯାଇଥିଲା … Read More

ହ୍ବାଟ୍ସଆପକୁ ସୁପ୍ରିମ୍ ଚେତାବନୀ, ସମ୍ବିଧାନକୁ ଅନୁସରଣ ନକଲେ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : ହ୍ବାଟ୍ସଆପ୍ କୁ ସୁପ୍ରିମ୍ ଚେତାବନୀ ।  ଯଦି ତୁମେ ଭାରତୀୟ ସମ୍ବିଧାନକୁ ଅନୁସରଣ କରିପାରୁନ ତେବେ ଭାରତ ଛାଡ଼ିଦିଅ ।  ଭାରତର ଯେକୌଣସି ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟ ସହିତ ଖେଳିବାରେ ହ୍ବାଟ୍ସଆପର କୌଣସି ଅଧିକାର ନାହିଁ। ବାଣିଜ୍ୟିକ ଉଦ୍ଦେଶ୍ୟରେ ବ୍ୟବହାର … Read More

ପଶ୍ଚିମବଙ୍ଗରେ ବେଆଇନ୍ ଖଣି ମାମଲା, ୧୦ ସ୍ଥାନରେ ଇଡି ରେଡ୍

କୋଲକାତା : ମଙ୍ଗଳବାର ଦିନ ଇଡି ପଶ୍ଚିମବଙ୍ଗର ୧୦ଟି ସ୍ଥାନକୁ ଚଢାଉ କରିଛି । ବେଆଇନ କୋଇଲା ଖଣି ଏବଂ ପରିବହନ ଅଭିଯୋଗରେ ମନି ଲଣ୍ଡରିଂ ତଦନ୍ତ ପାଇଁ ଇଡି ଚଢାଉ କରିଥିବା ଜଣାପଡିଛି । ରାଜ୍ୟ ପୋଲିସ ଅଧିକାରୀ ମନୋରଞ୍ଜନ ମଣ୍ଡଳଙ୍କ … Read More

ଘାଟିକୁ ଖସିଲା ବସ୍, ୩ ମୃତ ଓ ଅନେକ ଆହତ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଡେରାଡୁନ୍ ଜିଲ୍ଲାର କାଳସୀ ଅଞ୍ଚଳର ହିମାଚଳ ପ୍ରଦେଶର ଏକ ଯାତ୍ରବାହୀ ବସଟି ଗଭୀର ଘାଟିରେ ଘସି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । … Read More

ଟ୍ରେକିଂ ବେଳେ ଚାଲିଗଲା ଆଇନ ଛାତ୍ରୀଙ୍କ ଜୀବନ, ୩୯୦ ଫୁଟ୍ ଘାଟିରୁ ମିଳିଲା ମୃତଦେହ

ମହାରାଷ୍ଟ୍ର : ମହାରାଷ୍ଟ୍ରର ଲୋନାୱାଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଲୋନାୱାଲାରେ ନବୀ ମୁମ୍ବାଇର ୧୯ ବର୍ଷୀୟ ଲ ଛାତ୍ରୀଙ୍କର ମୃତ୍ୟୁ ଘଟିଛି । ଟ୍ରେକିଂ ସମୟରେ ଏପରି ଘଟଣା ଘଟିଥିବା ଜଣାପଡିଛି । ମୃତକ ଶ୍ରେୟା ପତି ବୋଲି … Read More

୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ଟାରିଫ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଟାରିଫ ହ୍ରାସ କଲା ଆମେରିକା । ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ ।  ଆଗକୁ ପୂରା ୨୫ ପ୍ରତିଶତ ହ୍ରାସ ହେବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ ଘୋଷଣା କରିଛନ୍ତି … Read More

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆସନ୍ତାକାଲି ଶ୍ଵେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ।ଆଜି ପୁରୀରେ ରାତ୍ରି ଯାପନ କରିବା  ନେଇ ସୂଚନା ରହିଛି। ବୁଧବାର ସକାଳ ୭ଟା ସମୟରେ ପୁରୀର ବାଲିସାହି ଶ୍ଵେତଗଙ୍ଗା ଠାରେ ପିଣ୍ତ ଦାନ କରିବାର କାର୍ଯ୍ୟକ୍ରମ ରହିଛି। ପିଣ୍ତଦାନ କରିବା ପରେ … Read More