ବଢ଼ିଲା ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର । ରାଜ୍ୟ ସରକାର ଜାନୁଆରୀ ୩୧ ଅବଧିକୁ ମାର୍ଚ୍ଚ ୩୧ ଯାଏ ବଢାଇଛନ୍ତି । ଫଳରେ … Read More

ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଦେଖିଲେ ମୁଖ୍ୟମନ୍ତ୍ରୀ, ପେସେନ୍ସ ରଖି ପାଠ ପଢିବାକୁ ଦେଲେ ପରାମର୍ଶ

ଭୁବନେଶ୍ବର: ପ୍ରତି ବର୍ଷ ଫେବୃଆରୀ, ମାର୍ଚ୍ଚ ମାସ ଆସିଲେ, ଆସିଯାଏ ସ୍କୁଲ୍ କଲେଜ୍‌ରେ ପରୀକ୍ଷାର ସମୟ। ଛାତ୍ରଛାତ୍ରୀଙ୍କର ମନୋବଳ ଦୃଢ କରିବା ପାଇଁ କେବଳ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ ନୁହନ୍ତି, ଦେଶର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଛନ୍ତି ପରୀକ୍ଷା … Read More

ବିଜେଡିର ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠିତ

ଭୁବନେଶ୍ୱର : ୧୨ ଟି ସାଂଗଠନିକ ଜିଲ୍ଲାର ନୂଆ କମିଟି ଗଠନ କଲା ବିଜେଡି ।  ପୂର୍ବରୁ ୧୧ଟି ଜିଲ୍ଲାର କମିଟି ଗଠିତ ହୋଇଥିଲା ।  ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଆଜି ୧୨ ଜିଲ୍ଲା ଯଥା … Read More

ଆତ୍ମସମର୍ପଣ କଲେ ୧୫ ମାଓବାଦୀ, ମାଓମୁକ୍ତ ହେଲା ବୌଦ୍ଧ ଜିଲ୍ଲା

କନ୍ଧମାଳ :  ଟପ ମାଓ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫  ଜଣ ମାଓବାଦୀ ରାୟଗଡ଼ା ଏସପିଙ୍କ ନିକଟରେ  ଆତ୍ମସମର୍ପଣ  କରିଛନ୍ତି  I  ଓଡିଶା ରାଜ୍ୟ କମିଟି ସଦସ୍ୟ ସି. ପି. ଆଇ (ମାଓବାଦୀ) ନିଖିଲ (ନିରଞ୍ଜନ ରାଉତ ), … Read More

ସହରାଞ୍ଚଳରେ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର : ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର ା ସହରାଂଚଳରେ ବସବାସ କରୁଥିବା ସ୍ବଳ୍ପଆୟକାରୀ ବର୍ଗର ଲୋକଙ୍କୁ ଘର ଭଡ଼ା ଦେବେ ସରକାର । ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ । ସରକାରୀ ଘର ଚିହ୍ନଟ … Read More

ବିଶ୍ୱସ୍ତରୀୟ ଇକୋ ଟୁରିଜମ୍ ହବ୍ ପାଲଟିବ ସାତକୋଶିଆ ଆଭୟାରଣ୍ୟ

ଅନୁଗୋଳ: ବଦଳିବ ଅନୁଗୋଳ ଜିଲ୍ଲାରେ ଥିବା ସାତକୋଶିଆ ଅଭୟାରଣ୍ୟର କଳେବର । ବିଶ୍ୱସ୍ତରୀୟ ଇକୋ ଟୁରିଜମ୍ ହବ୍ ପାଲଟିବ ସାତକୋଶିଆ ଆଭୟାରଣ୍ୟ । ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟରେ ତିଆରି ହେବ ଅତ୍ୟାଧୁନିକ ଭିତ୍ତିଭୂମି । ଏନେଇ ସୂଚନା ଦେଇଛନ୍ତି ସାତକୋଶିଆ … Read More

ଛାତ୍ରୀନିବାସରୁ ଦୁଇ ଅନ୍ତେବାସୀ ନିଖୋଜ

ମୟୂରଭଞ୍ଜ: ହଷ୍ଟେଲରୁ ଗାଏବ ଦୁଇ ଅନ୍ତେବାସିନୀ । ୧୪ ଘଣ୍ଟା ପରେବି ମିଳୁନି ପତ୍ତା । ମୟୂରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ରାଢୋ କେଜିବିଭି ବିଦ୍ୟାଳୟର ଘଟଣା । ଷଷ୍ଠରୁ ଯୁକ୍ତ ଦୁଇ ପର୍ଯ୍ୟନ୍ତ ୧୫୮ ଜଣ ଛାତ୍ରୀ ହଷ୍ଟେଲରେ ରୁହନ୍ତି । … Read More

ନାବାଳିକାକୁ ଅସଦାଚରଣ ପରେ ହତ୍ୟା

ରାଉରକେଲା : ରାଉରକେଲା ସହରର ପୁଣି ଲଜ୍ଜ୍ୟା । ନାବାଳିକାକୁ ଅସଦାଚରଣ ପରେ ହତ୍ୟା । ରାଉରକେଲା ବିଶ୍ରା ଥାନା ଅଞ୍ଚଳର ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କୁ ହତ୍ୟା ଅଭିଯୋଗ ହୋଇଛି । ଗତକାଲି ସ୍କୁଲକୁ ଯାଇ ଆଉ ଫେରିନଥିଲେ ଛାତ୍ରୀ ଜଣକ। … Read More

ଗୋଷ୍ଠୀ ସଂଘର୍ଷ: ଜଣେ ମୃତ, ୩ ଗୁରୁତର

ବରଗଡ଼: ବରଗଡ଼ ହାଟପଦା ସାଇ ମନ୍ଦିର ନିକଟରେ ଗୋଷ୍ଠୀ ସଂଘର୍ଷ । ଜଣେ ମୃତ, ୩ ଜଣ ଗୁରୁତର । ଗୋଷ୍ଠୀ ସଂଘର୍ଷର କାରଣ ଅସ୍ପଷ୍ଟ ରହିଛି। ଗତକାଲି୨ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ପରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । … Read More

ଡ୍ରାଗନ ଦୋଳି ଛିଡ଼ି ୪ ଗୁରୁତର

ପୋଲସରା: ଛିଡ଼ିଲା ମୀନାବଜାରର ଡ୍ରାଗନ ଦୋଳି। ଦୁର୍ଘଟଣାରେ ଚାରିରୁ ଉର୍ଦ୍ଧ୍ବ ଗୁରୁତର।  ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଦେଓଗାଁରେ ଚାଲିଥିବା ନାମଯଜ୍ଞରେ ଅଘଟଣ ।  ଯାତ୍ରାରେ ଲାଗିଥିବା ମୀନାବଜାର ଡ୍ରାଗନ ଟ୍ରେନ ଦୋଳିର ଗୋଟିଏ ବଗି ଛିଣ୍ଡିଯାଇ ୭ଜଣ ଆହତ ହୋଇଥିଲେ । … Read More