ପୋଲିସ ଗୁଳିରେ ଟଳିଲା କୁଖ୍ୟାତ ମାଓବାଦୀ

ମାଲକାନଗିରି: ପୋଲିସ ଗୁଳିରେ କୁଖ୍ୟାତ ମାଓବାଦୀ ନିହତ ।  ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ତରେମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା ।  ପୋଲିସ ଏନକାଉଣ୍ଟରରେ ଦକ୍ଷିଣ ବସ୍ତର ମାଓ ସଂଗଠନର DVCM କ୍ୟାଡର କୁଖ୍ୟାତ ମାଓବାଦୀ … Read More