ରାଜନଗର ନୂଆଗାଁ ଅଙ୍ଗନବାଡି କେନ୍ଦ୍ର ବିବାଦ: ପାଲା ମାଧ୍ୟମରେ ସଚେତନତା ସୃଷ୍ଟି କଲା ପ୍ରଶାସନ

ପଟ୍ଟାମୁଣ୍ଡାଇ: ରାଜନଗର ଘଡ଼ିଆମାଳ ନୂଆଗାଁ ଅଙ୍ଗନବାଡି କେନ୍ଦ୍ର ବିବାଦ ଘଟଣା। ରାଜ୍ୟ ମହିଳା କମିଶନ ସଦସ୍ୟା ଡକ୍ତର କଳ୍ପନା ମଲ୍ଲିକ, ଶିଶୁ ସୁରକ୍ଷା ଆୟକର ସଦସ୍ୟା ସୁଜାତା ନାୟକ, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଏଡିଏମଓ ନବକିଶୋର ଜେନା,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ … Read More

ଜାଗରରେ ଲିଙ୍ଗରାଜଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟବସ୍ଥା: ନକଲି ପାସ ଆଣିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଆମର କର୍ତ୍ତବ୍ୟ । ଲିଙ୍ଗରାଜ ମନ୍ଦିରରେ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି CP । ପୋଲିସ ଅଧିକାରୀମାନେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ କରେଇବା ସହ ଭଲ ବ୍ୟବହାର କରିବେ ସେଥି ପ୍ରତି ଆମର ନଜର ରଖିବା ପାଇଁ … Read More

କେନ୍ଦୁଝରରେ ୧୦୦ କୋଟିର ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : କେନ୍ଦୁଝର ଜିଲ୍ଲାରେ ଶିଳ୍ପ ବିବିଧତା ଏବଂ ଡିଜିଟାଲ୍ ଭିତ୍ତିଭୂମି ବିକାଶରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ ଯୋଡି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି ଟଙ୍କାର … Read More

ମଣିନାଥପୁର ମଶାଣିରୁ ୫ ଶବ ଚୋରି

ଭଦ୍ରକ : ମଶାଣିରୁ ଶବ ଚୋରି ।  ପୁଣି ଥରେ ବହୁ ଚର୍ଚ୍ଚିତ ମଣିନାଥପୁର ମଶାଣିରୁ ୫ ଶବ ଚୋରି ହୋଇଛି ।   ଏହା ପୂର୍ବରୁ ୫ ଥର ଚୋରି ହୋଇଥିଲେ ସୁଦ୍ଧା ଏଯାଏ ରାକେଟ କି ଅଭିଯୁକ୍ତଙ୍କୁ ପୋଲିସ ଧରିପାରିନାହିଁ ।  … Read More

ବୃନ୍ଦାବନରରୁ ଗିରଫ ହେଲା ଚୌଦ୍ଵାର ମଣ୍ଡଳ କାରାଗାରରୁ ଫେରାର ଅପରାଧୀ

ଚୌଦ୍ଵାର : ଧରା ପଡ଼ିଲା ଚୌଦ୍ଵାର ମଣ୍ଡଳ କାରାଗାରରୁ ଫେରାର ଆସାମୀ ।  ଦୁଇ ଫେରାର କଏଦୀଙ୍କ ମଧ୍ୟରୁ ମଧୁକାନ୍ତ ରାଣାକୁ ଉତ୍ତର ପ୍ରଦେଶରୁ ଗିରଫ କଲା କମିଶନରେଟ ପୋଲିସ ।  ବିଶେଷ ସୂତ୍ରରୁ ଖବର ପାଇ ଗତକାଲି ଏକ ନିର୍ଦ୍ଦିଷ୍ଟ ଅଞ୍ଚଳରେ … Read More

୮ ମନ୍ଦିରରୁ ସିରିଜ ଚୋରି, ଲୁଟି ନେଲେ ଦେବଦେବୀଙ୍କ ଅଳଙ୍କାର

ବାଲୁଗାଁ: ବାଲୁଗାଁରେ ବଜାରରେ ମାତିଲେ ଲୁଟେରା ଗ୍ୟାଙ୍ଗ । ରାତିରେ ୫ଟି ସ୍ଥାନରେ ୮ ମନ୍ଦିରରୁ ସିରିଜ ଲୁଟ ।  ଲୁଟି ନେଲେ ମନ୍ଦିରର ଦେବଦେବୀଙ୍କ ଲକ୍ଷାଧିକ ଟଙ୍କାର ସୁନାରୁପା ଅଳଙ୍କାର । ଦାନ ବାକ୍ସ ମଧ୍ୟ ଭାଙ୍ଗି ଟଙ୍କା ଲୁଟି ନେଇଛନ୍ତି … Read More

ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଲିଙ୍ଗରାଜ ମନ୍ଦିର, ରାତି ୧୦ରେ ଉଠିବ ମହାଦୀପ

ଭୁବନେଶ୍ବର: ରାତି ପାହିଲେ ଜାଗର । ଚଳଚଞ୍ଚଳ ଲିଙ୍ଗରାଜ ମନ୍ଦିର ।  ରାତି ୧୦ଟାରେ ଉଠିବ ଲିଙ୍ଗରାଜ ପ୍ରଭୁଙ୍କ ମହାଦୀପ ।  ଲକ୍ଷାଧିକ ଲୋକଙ୍କ ସମାଗମକୁ ନଜର ରଖି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ … Read More

ମହୁମାଛି ଆକ୍ରମଣରେ ଜଣେ ମୃତ, ୬ ଆହତ

ଭୁବନେଶ୍ବର: ମହୁମାଛି ନେଲା ଜୀବନ ।  କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଜାଗୁଳାଇପଡା ଗାଁରେ ଅଘଟଣ ଘଟିଛି ।  ମୃତକ ହେଲେ ବୈଲୋଚନ ବିଶ୍ବାଳ ।  ଗତକାଲି ମହୁମାଛି ଆକ୍ରମଣରେ ୬ଜଣ ଆହତ ହୋଇଥିଲେ ।  ସମସ୍ତଙ୍କୁ ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି … Read More

ଆରଆଇଙ୍କୁ ବାଲି ମାଫିଆଙ୍କ ଆକ୍ରମଣ

ଜଳେଶ୍ବର: ଆରଆଇଙ୍କୁ ବାଲି ମାଫିଆଙ୍କ ଆକ୍ରମଣ । ବାଲେଶ୍ବର ଜିଲ୍ଲା ବାଲିଆପାଳ ତହସିଲ ଅଧିନ ଶ୍ରୀରାମପୁର ଆରଆଇ ସରୋଜିନୀ ଟୁଡୁଙ୍କୁ ବାଲି ମାଫିଆଙ୍କ ଆକ୍ରମଣ ଅଭିଯୋଗରେ ତଦନ୍ତ ଚଳାଇଛି ପୋଲିସ । ମାଫିଆଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ପାଇଁ ବାଲିଆପାଳ ଥାନାରେ ଲିଖିତ ଅଭିଯୋଗ … Read More

ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ, ୩ ଗିରଫ

ବରଗଡ଼: ମାନସିକ ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ବାପ, ପୁଅ ଓ ଜ୍ବାଇଁ ଗିରଫ। ବରଗଡ଼ ଜିଲ୍ଲା ଭେଡେନ ଥାନା ରେମଣ୍ଡା ପଂଚାୟତରେ ଚାଞ୍ଚଲ୍ୟ । ଜଣେ ମାନସିକ ଭିନ୍ନକ୍ଷମ ଯୁବତୀଙ୍କୁ ୩ଜଣ ମିଶି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । … Read More