ପୋଲିସ ଘରୁ, ଲୁଟିନେଲେ ଲକ୍ଷାଧିକ ଟଙ୍କା ଓ ଅଳଙ୍କାର
ଯାଜପୁର: ପୋଲିସ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ଦିନ ଦ୍ୱିପ୍ରହରରେ ଲୁଟିନେଲେ ଲକ୍ଷାଧିକ ଟଙ୍କା ସହ ସୁନା ରୁପା ଅଳଙ୍କାର । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଜାରକା ଝାଲସୁଖା ସ୍ଥିତ ଜଣେ ପୋଲିସ କର୍ମଚାରୀଙ୍କ ଘରୁ ଲୁଟ ହୋଇଛି । … Read More
