ଉତ୍ସବମୁଖଣର ଆରଡିର ବାବା ଆଖଣ୍ଡଳମଣୀଙ୍କ ପୀଠ
ଚାନ୍ଦବାଲି: ଆଜି ମହାଶିବରାତ୍ରୀ । ଉତ୍ସବମୁଖଣର ଆରଡିର ବାବା ଆଖଣ୍ଡଳମଣୀଙ୍କ ପୀଠ । ମହାଶିବରାତ୍ରି ପାଇଁ ଦିନ ତମାମ ଜାରି ରହିବ ସ୍ୱତନ୍ତ୍ର ନୀତିକାନ୍ତି । ଆଜି ଭୋର ୪ଟାରୁ ମନ୍ଦିର ପହୁଡ଼ ଖୋଲା ହେବା ପରେ ପ୍ରଥମେ ମଙ୍ଗଳା ଆଳତୀ କରାଯାଇଥିଲା … Read More
