କଟକରେ ‘ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ପ୍ରଦର୍ଶନୀ ଓ ବାଣିଜ୍ୟ ମେଳା’: କାରିଗରଙ୍କ ପାଇଁ ସୃଷ୍ଟି ହେଲା ନୂତନ ବଜାର ସୁଯୋଗ

କଟକ: କଟକ ଖପୁରିଆ ଶିଳ୍ପାଞ୍ଚଳସ୍ଥିତ ଓସିଆ (OSSIA) ଗ୍ରାଉଣ୍ଡ ଏବଂ ଏମସିଏମ (MCM) ହଲ୍‌ଠାରେ ଦୁଇ ଦିନିଆ ‘ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ପ୍ରଦର୍ଶନୀ-କମ୍-ଟ୍ରାଡେ ମେଳା’ ଓ କର୍ମଶାଳା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ଏମଏସଏମଇ (MSME) ମନ୍ତ୍ରଣାଳୟ ଏବଂ କଟକସ୍ଥିତ … Read More

ଇରାନର ପରମାଣୁ ସ୍ଥଳରେ ପକାଯାଇଥିବା ଜିବିୟୁ-୫୭ ବଙ୍କର ବୋମା ପାଇଁ ନୂଆ ଅର୍ଡର ଦେଲା ଆମେରିକା

ୱାସିଂଟନ: ଚୁକ୍ତିନାମା ଅନୁସାରେ ଦେଶରେ ବୋମା ଭଣ୍ଡାରକୁ ପୂରଣ କରାଯିବ। ଗତ ବର୍ଷ ଜୁନ୍ ମାସରେ ଆମେରିକା ଅପରେସନ ମିଡନାଇଟ୍ ହାମର୍ ଆରମ୍ଭ କରିଥିଲା, ଯେଉଁଥିଆମେରିକାର ବାୟୁସେନା ମହାକାଶ କମ୍ପାନି ବୋଇଂ ଠାରୁ ଜିବିୟୁ-୫୭ ମାସିଭ୍ ଅର୍ଡନାନ୍ସ ପେନେଟ୍ରେଟର (ଏମ୍‌ଓପି) ବୋମା … Read More

ପାକିସ୍ତାନରେ ବେଲଗାମ୍ ଅନର କିଲିଂ: ନ୍ୟାୟର କଚ୍ଛପ ଗତି, ଦଣ୍ଡ ପାଉନାହାନ୍ତି ଅପରାଧୀ

ଇସଲାମାବାଦ: ପାକିସ୍ତାନରେ ଅନର କିଲିଂର ବୃଦ୍ଧି ପାଉଥିବା ଘଟଣା ଏକ ଗମ୍ଭୀର ମାନବାଧିକାର ସଙ୍କଟ ପାଲଟିଛି । ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଦେଶରେ ଏହି ହତ୍ୟାକାଣ୍ଡର ସଂଖ୍ୟା ବହୁତ ଅଧିକ, କିନ୍ତୁ ଅପରାଧୀମାନଙ୍କୁ ଦଣ୍ଡ ଦେବାର ହାର ଚିନ୍ତାଜନକ ଭାବରେ କମ୍ … Read More

ଗୃହ ଅଚଳ କରିବ ବିଜେଡି

ଭୁବନେଶ୍ବର: ବିଧାନସଭାକୁ ଅଚଳ କରିଦେବ ବିଜେଡି। ଚାଷୀ ପ୍ରସଙ୍ଗକୁ ଜୋର୍‌ଦାର ଉଠାଇବ। ଗୃହ ମଧ୍ୟ ଭାଗରେ ଦଳର ବିଧାୟକମାନେ ପ୍ରତିବାଦ କରିବେ। ଆଜି ବିଜେଡି ବିଧାୟକ ଦଳ ବୈଠକରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସିଧାସଳଖ ଭାବେ ଏହା ବିଧାୟକମାନଙ୍କୁ … Read More

ପାଟକୁରା ବିଧାୟକଙ୍କ ବିସ୍ଫୋରକ ବୟାନ, ‘ଅ˚ଶୁମାନଙ୍କୁ ଦଳ ହରାଇଦେଲା’

କେନ୍ଦ୍ରାପଡ଼ା: ‘ଲଚ୍ଛମନଜିଉଙ୍କ ଆଶୀର୍ବାଦ ନେଇ ଯେତେବେଳେ ନାମାଙ୍କନ ଦାଖଲ କଲି, ସେତେବେଳେ ଜିତିବି ବୋଲି ଜାଣିଥିଲି। ଆଶା ଥିଲା ୭୦ରୁ ୮୦ହଜାର ଭୋଟରେ ଜିତିବି। କିନ୍ତୁ ଦୁଃଖ ଯେ ଆପଣମାନଙ୍କ ପରିଶ୍ରମରେ ଦଳ ଭିତରର କୁଚକ୍ରୀ ଗୋଷ୍ଠୀ ପାଣି ପକାଇ ଦେଲେ। … Read More

ବଜେଟ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ

ଭୁବନେଶ୍ବର: ଆଜିଠାରୁ ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନ ବା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି। ତେବେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ … Read More

ମୁଲ୍ ଆକାଉଣ୍ଟ ଜରିଆରେ ୫୮ ଲକ୍ଷର ସାଇବର ଠକେଇ

ବାଲେଶ୍ବର :  ବାଲେଶ୍ୱରରେ ଏକ ବଡ଼ ଧରଣର ସାଇବର ଠକେଇ ଗ୍ୟାଙ୍ଗର ପର୍ଦ୍ଦାଫାସ କରିଛି ଜିଲ୍ଲା ପୁଲିସ। ମୁଲ୍ ଆକାଉଣ୍ଟ (Mule Account) ମାଧ୍ୟମରେ ପ୍ରାୟ ୫୮ ଲକ୍ଷ ଟଙ୍କାର ଠକେଇ ହୋଇଥିବା ସୂଚନା ମିଳିଛି। ଏହି ମାମଲାରେ ପୁଲିସ ୪ … Read More

ଆସୁଛି ଖରାଦିନ: ମହଙ୍ଗା ହେବ ଏସି, ବ୍ଲୁ ଷ୍ଟାର୍‌ ୧୦ରୁ ୧୫% ବଢ଼ାଇବ

ନୂଆଦିଲ୍ଲୀ: ଦେଶରେ ଏସି (ଏୟାର କଣ୍ଡିସନର) ଦାମ ଶୀଘ୍ର ମହଙ୍ଗା ହେବାକୁ ଯାଉଛି। ଚଳିତ ତ୍ରୟମାସରେ ବ୍ଲୁ ‌ଷ୍ଟାର୍‌ ଏସି ଦାମ୍‌ ବଢ଼ାଇବ ବୋଲି କମ୍ପାନିର ପରିଚାଳନା ନିର୍ଦ୍ଦେଶକ ବି ଥିଆଗରାଜନ ସୂଚନା ଦେଇଛନ୍ତି। ଦରବୃଦ୍ଧି ଅପରିହାର୍ଯ୍ୟ ହୋଇପଡ଼ିଛି। ବିଭିନ୍ନ ସାମଗ୍ରୀର … Read More

ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଆଣିଛି AI ପଲିସି, ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ପ୍ରଦର୍ଶିତ ହେଲା ଏଆଇ ସମ୍ଭାବନା

ଭୁବନେଶ୍ୱର ୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପରେ ଚାଲିଛି ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ । ଏଥିରେ ଓଡ଼ିଶା ଏହାର ଏଆଇ ସମ୍ଭାବନାକୁ ପ୍ରଦର୍ଶନ କରିଛି । ରାଜ୍ୟ ଇଲେକଟ୍ରୋନିକ୍ସ ଓ ଆଇଟି ବିଭାଗ ପକ୍ଷରୁ ଭାରତ ମଣ୍ଡପମର ପ୍ରଥମ ମହଲା ହଲ୍‌ … Read More

ବୋର୍ଡର ମାଟ୍ରିକ୍ ପ୍ରସ୍ତୁତି : ୩୦୮୨ ସେଣ୍ଟର ଜଗିବ ସିସିଟିଭି, କପି ଯୋଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

କଟକ ୧୭।୨: ଆଉ ମାତ୍ର ଦିନକ ପରେ ମାଟ୍ରିକ୍ ପରୀକ୍ଷା । ବୋର୍ଡ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ । ମାଟ୍ରିକ୍ ପରୀକ୍ଷା ପାଇଁ ପ୍ରସ୍ତୁତିକୁ ନେଇ ସାମ୍ବାଦିକ ସମ୍ମିଳନୀରେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି । ବୋର୍ଡ … Read More