୯.୫% ହାରରେ ବଢ଼ିବ ଓଡ଼ିଶା: ମୁଣ୍ଡପିଛା ଆୟ ୩୨ ଲକ୍ଷ ଟଙ୍କା ହେବ, ବହୁମୁଖୀ ଦାରିଦ୍ର୍ୟ ୫%କୁ ଖସିବ

ଭୁବନେଶ୍ବର: ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଆଜି ବିଧାନସଭାରେ ଅଭିଭାଷଣ ‌ଦେଇ ରାଜ୍ୟ ଅର୍ଥନୀତିର ଏକ ଗୋଲାପୀ ଚିତ୍ର ଉପସ୍ଥାପନ କରିଥିଲେ। ସେ କହିଥିଲେ ଯେ ୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ଭିଜନ୍‌ ଡକ୍ୟୁମେଣ୍ଟ୍‌ ପ୍ରସ୍ତୁତ କରାଯାଇଛି। ୨୦୩୬ ସୁଦ୍ଧା … Read More

ଉନ୍ନତ ଇଭି ବସ୍ ତାଲିମ ଶେଷ କରି ଫେରିଲେ ୨୦ ମହିଳା ଚାଳକ

ଭୁବନେଶ୍ୱର: ମହିଳାଙ୍କ ନେତୃତ୍ୱରେ ସହରୀ ପରିବହନ ସେବାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାରଙ୍କ ପ୍ରମୁଖ ସାର୍ବଜନୀନ ପରିବହନ ସଂସ୍ଥା ‘କ୍ୟାପିଟାଲ୍ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ’ (କ୍ରୁଟ୍‍) ପକ୍ଷରୁ ‘ଆମ ବସ୍’ ସେବା ପାଇଁ ମହିଳା … Read More

ସଡ଼କ ଦୁର୍ଘଟଣା ରୋକିବାକୁ ବଡ଼ ଯୋଜନା: ଏକ୍ସପ୍ରେସୱେରେ ପରସ୍ପର ସହ କଥା ହେବେ କାର୍

ନୂଆଦିଲ୍ଲୀ: ଦେଶରେ ଏକ୍ସପ୍ରେସୱେ ବିସ୍ତାର ହେବା ସହିତ ଦୁର୍ଘଟଣା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ସାରା ବିଶ୍ୱରେ ଭାରତରେ ସର୍ବାଧିକ ସଡ଼କ ଦୁର୍ଘଟଣା ମୃତ୍ୟୁ ଘଟୁଛି। ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ, କେନ୍ଦ୍ର ସରକାର ଭେହିକିଲ୍ ଟୁ ଏଭ୍ରିଥିଙ୍ଗ୍( ଭି-୨ଏକ୍ସ)ନାମକ … Read More

ହାୱଡ଼ା–ଟିଟିଲାଗଡ଼ ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ବିସ୍ତାରିତ, ୨୧ ଫେବ୍ରୁଆରିରୁ ମିଳିବ ନୂତନ ସୁବିଧା

ସୁନ୍ଦରଗଡ଼ : ରେଳ ଯାତ୍ରୀମାନଙ୍କ ପାଇଁ ଏକ ଖୁସିର ଖବର ସାମ୍ନାକୁ ଆସିଛି। ପୂର୍ବରୁ ହାୱଡ଼ାରୁ ଟିଟିଲାଗଡ଼ ମଧ୍ୟରେ ଚାଲୁଥିବା ହାୱଡ଼ା–ଟିଟିଲାଗଡ଼ ଇସ୍ପାତ ଏକ୍ସପ୍ରେସ୍‌କୁ ଏବେ ଆଗକୁ ବଢ଼ାଇ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ବିସ୍ତାର କରାଯାଇଛି। ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ବିସ୍ତାର … Read More

‘ଆଧୁନିକ ଜ୍ଞାନକୌଶଳର ଭରପୂର ଉପଯୋଗ କରି ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ପୂରା କରିବା’

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ବର୍ତ୍ତମାନ ଦ୍ରୁତ ପ୍ରଗତି ପଥରେ ଅଗ୍ରସର ହେଉଛି। ୨୦୩୬ ସୁଦ୍ଧା ଆମେ ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ରଖିଥିବାବେଳେ କେନ୍ଦ୍ର ସରକାର ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର … Read More

୩ ଏକର ବେଆଇନ୍ ଅଫିମ ଚାଷ ଧ୍ୱଂସ

ବଣାଇ : ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ପୁଲିସ୍‌ ଥାନା ପକ୍ଷରୁ ଏକ ବ୍ୟାପକ ପରିମାଣରେ ନର୍କୋଟିକ୍ସ ବିରୋଧୀ ଅଭିଯାନ ଚାଲିଥିଲା। ଏହି ଚଢ଼ାଉରେ ପଙ୍କଡିହି ପଞ୍ଚାୟତ ଅଧୀନ ଜଡା ଗାଁର ପ୍ରାୟ ୩ ଏକର ଜମିରେ ହୋଇଥିବା ଅବୈଧ ଅଫିମ ଚାଷକୁ … Read More

କଂଗ୍ରେସ ଛାଡ଼ିଲେ ଜୟରାମ ପାଙ୍ଗୀ

ଭୁବନେଶ୍ୱର: କଂଗ୍ରେସ ଛାଡିଲେ ଜୟରାମ ପାଙ୍ଗୀ। ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତିଙ୍କ ନିକଟକୁ ସେ ଆଜି ଇସ୍ତଫା ପତ୍ର ପଠାଇଛନ୍ତି। ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା ସେ କହିଛନ୍ତି। ଦଣ୍ଡକାରଣ୍ୟ … Read More

ଫୋନ୍‌ରେ କଥା ହୋଇ ନଦୀକୁ ଡେଇଁଲେ ମହିଳା

ସମ୍ବଲପୁର : ସମ୍ବଲପୁର ବୁର୍ଲା ଥାନା ଅନ୍ତର୍ଗତ ମହାନଦୀ ପୋଲ ଉପରୁ ଡେଇଁ ଜୀବନ ହାରିଲେ ମହିଳା । ମୃତ ମହିଳା ବୁର୍ଲା ଅଞ୍ଚଳର ଅଞ୍ଜୁ କୁମ୍ଭାର ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ହଠାତ ଅଞ୍ଜୁ ମହାନଦୀ ସେତୁ ଉପରକୁ … Read More

ଆମ ଦଳର ପ୍ରାର୍ଥୀ କିଏ ହେବେ ? ସଂସଦୀୟ ବୋର୍ଡ ନେବ ନିଷ୍ପତି

ଭୁବନେଶ୍ବର ୧୮।୨: ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ । ନିର୍ବାଚନ ନେଇ ପ୍ରେସ୍ନୋଟ୍ ଜାରି କରିଛନ୍ତି ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ … Read More

୧୦ ବର୍ଷରେ ୫୭୨ ବନ୍ଦୀଙ୍କର ଅକାଳ ମୃତ୍ୟୁ: କଏଦୀଙ୍କୁ କାଳ ସାଜିଛି ମ୍ୟାଲେରିଆ, ହୃଦ୍‌ରୋଗ, କିଡ୍‌ନୀ ରୋଗ

ଭୁବନେଶ୍ୱର ୧୮/୦୨: ରାଜ୍ୟର ଜେଲ୍ ଏବେ ରୋଗଣା । ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଏବେ ଏକରକମ ଠପ୍ । ଏକଥା ଆମେ କହୁନୁ ବରଂ ଖୋଦ୍ ଜେଲ୍ ବିଭାଗର ତଥ୍ୟ କହୁଛି । ଅସମୟରେ ଯାଇଛି ଗତ ୧୦ ବର୍ଷ ଭିତରେ ରାଜ୍ୟର … Read More