କୃଷକ ଓ କୃଷିକାର୍ଯ୍ୟକୁ ଅଧିକ ଲାଭାନ୍ୱିତ କରିବା ପାଇଁ ସରକାର ପ୍ରତିବଦ୍ଧ: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଲୋକସେବା ଭବନରେ କୃଷି କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ବ୍ୟବହାର ନେଇ ଏକ ଆଲୋଚନା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଅଛି। ଏଥିରେ କୃଷି ବିଭାଗ କମିସନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଧବ, କୃଷି ନିର୍ଦ୍ଦେଶକ … Read More
