ଡ୍ରେନ କାମ ବେଳେ କାନ୍ଥ ଭୁଶୁଡ଼ି ୨ ମୃତ

ଭୁବନେଶ୍ବର : ଡ୍ରେନ୍ କାମ ବେଳେ ଅଘଟଣ । ଭୁବନେଶ୍ବର ବଡ଼ଗଡ଼ ଭୋଇସାହିରେ ଡ୍ରେନ କାମ ବେଳେ ଭୁଶୁଡ଼ିଲା କାନ୍ଥ । କାନ୍ଥ ଭୁଶୁଡି ଦୁଇଜଣଙ୍କ ମୃତ୍ୟୁ । ଅନ୍ୟ ୩ ଜଣ ଗୁରୁତର । ମୃତକ ଜଣଙ୍କର ପରିଚୟ ମିଳିଥିବା ବେଳେ … Read More

ଟ୍ବିନ୍‌ ସିଟିରେ ଘଡ଼ଘଡ଼ି ସହ ବର୍ଷା ନେଇ ୱାର୍ଣ୍ଣିଂ

ଭୁବନେଶ୍ୱର : ଟ୍ବିନ୍‌ ସିଟିରେ ଘଡ଼ଘଡ଼ି ସହ ବର୍ଷା ନେଇ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ ଜିଲ୍ଲାକୁ ମଧ୍ୟ ୱାର୍ଣ୍ଣିଂ ଦିଆଯାଇଛି ।  ଗଜପତି, ରାୟଗଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର ପାଇଁ ମଧ୍ୟ … Read More

ରତ୍ନଭଣ୍ଡାର ଗଣତି ମଣତି ପାଇଁ ଆସିଲା ନୂଆ SOP, ନିୟୋଜିତ ହେବେ ଦୁଇଟି ଟିମ୍

ପୁରୀ: ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ପାଇଁ ରହିବେ ଦୁଇଟି ଟିମ୍ । ଏହି ଦୁଇଟି ଟିମ୍ ହେଲେ ତଦାରଖ ଦଳ ଓ କାର୍ଯ୍ୟାଵାହୀ ଦଳ ।  ଶ୍ରୀ ମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ବୈଠକ । ରାଜ୍ୟ ସରକାରଙ୍କ ପକ୍ଷରୁ … Read More

ମାର୍ଚ୍ଚ ପ୍ରଥମ ସପ୍ତାହରୁ ଆରମ୍ଭ ହେବ ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା

ଭୁବନେଶ୍ୱର : ଆରମ୍ଭ ହେବ ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା । ଆସନ୍ତା ମାର୍ଚ୍ଚ ପ୍ରଥମ ସପ୍ତାହରୁ ଆରମ୍ଭ ହେବାକୁ ଯାଉଛି ଏୟାର ଟ୍ୟାକ୍ସି ସେବା । ଆଜି ପୱନ ହଂସ କମ୍ପାନୀ ପକ୍ଷରୁ ଟ୍ରାଏଲ ରନ୍ ହୋଇଛି । ପରୀକ୍ଷାମୂଳକ … Read More

ରାଜ୍ୟରେ ସୁରକ୍ଷିତ ନୁହନ୍ତି ମହିଳା, ଚାଷୀ ପାଉନି ତାର ହକ: ନବୀନ

ଭୁବନେଶ୍ୱର : ଆଇନ ଶୃଙ୍ଖଳା କଥା ଉଠାଇ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ନବୀନ । କହିଛନ୍ତି ଏ ରାଜ୍ୟରେ କେହିବି ନିରାପଦ ନୁହନ୍ତି । ଚାଷୀ ତାର ହକ ପାଉନି । ମା ମାନଙ୍କୁ ସୁରକ୍ଷା ମିଳୁନି । ଯୁବ ସମାଜ କୁ … Read More

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଯୌତୁକ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର : ଝୁଲିପଡିଲେ ଆର୍କିଟେକ ଇଞ୍ଜିନିୟର । ଘର ଭିତରୁ ମିଳିଲା ମହିଳାଙ୍କ ଡେଡବଡି । ମୃତକ ହେଲେ ରୋଜାଲିନ ବେହେରା । ଭୁବନେଶ୍ବର ବଡ଼ଗଡ଼ ଥାନା ପାଣ୍ଡବ ନଗରରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ । ରୋଜାଲିନ ଏକ … Read More

ବଙ୍ଗୋପସାଗରରେ ଲଘୁଚାପ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଦୁଇ ଦିନ ରାଜ୍ୟରେ ବର୍ଷା । ବଜ୍ରପାତ ଓ ଝଡ଼ ତୋଫାନ ପାଇଁ ଆଞ୍ଚଳିକ ପାଣିପାଗ ବିଭାଗର ସତର୍କତା ସୂଚନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ … Read More

ବରିଷ୍ଠ ଆଇଏଏସ ଅଧିକାରୀ ଅରିନ୍ଦମ ଡାକୁଆଙ୍କ ନାଁର ଅପବ୍ୟବହାର କରି ସାଇବର ଲୁଟ୍‌

ଭୁବନେଶ୍ୱର: ବରିଷ୍ଠ ଆଇଏଏସ ଅଧିକାରୀ ଅରିନ୍ଦମ ଡାକୁଆଙ୍କ ନାଁରେ ସାଇବର ଲୁଟ୍‌। ଡିଜିଟାଲ୍ ଠକେଇରେ ତାଙ୍କ ନାମ ଓ ପରିଚୟର ଅପବ୍ୟବହାର କରିଥିବା ନେଇ ଭୁବନେଶ୍ୱରର ସାଇବର ପୋଲିସ ଷ୍ଟେସନରେ ଏକ ଅଭିଯୋଗ ଦାଖଲ କରିଛନ୍ତି। ଅଭିଯୋଗ ଅନୁଯାୟୀ ସାଇବର ଅପରାଧୀମାନେ … Read More

NIT କ୍ୟାମ୍ପସରେ ପଶିଲା ହାତୀ, ଛାତ୍ରଛାତ୍ରୀ ଭୟଭୀତ

ରାଉରକେଲା: ମଙ୍ଗଳବାର ସକାଳେ ରାଉରକେଲା ଏନ.ଆଇ.ଟି ପରିସରରେ ୫ଟି ହାତୀ ପ୍ରବେଶ କରିଥିବା ବେଳେ ଅନ୍ୟ ୨୧ଟି ହାତୀ ବିଶ୍ରା ବ୍ଲକ ଅଧିନସ୍ଥ ଜାମସେରା ପଞ୍ଚାୟତର ଖାଦାନ ଟୋଲି ଠାରେ ପହଞ୍ଚିଛି। ମାତ୍ର ଏନ.ଆଇ.ଟି ପରିସରରେ ହାତୀ ପ୍ରବେଶ କରିଥିବା ସୂଚନା … Read More

ମାର୍ଚ୍ଚ ୧୯ରୁ ଆରମ୍ଭ ହେବ ମାଟ୍ରିକ୍‌ ଖାତା ଦେଖା

କଟକ: ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ହିନ୍ଦୀ ଓ ସଂସ୍କୃତ ପରୀକ୍ଷା ଶେଷ ହୋଇଛି। ଏଥିରେ କୌଣସି ପରୀକ୍ଷାର୍ଥୀ କପି ଅଭିଯୋଗରେ ବୁକ୍ ବା ଏମ୍ପି ହୋଇନଥିବା ବୋର୍ଡ ପକ୍ଷରୁ କୁହାଯାଇଛି। ମାଟ୍ରିକ୍ ପରୀକ୍ଷା ଖାତା ଦେଖା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହେବ। … Read More