ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍; ୪ କୋଟିରୁ ଅଧିକ ନଗଦ ଟଙ୍କା ଜବତ
କଟକ: କଟକ ସର୍କଲ ଖଣି ଉପ ନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଫ୍ଲାଟରୁ ୪ କୋଟିରୁ ଅଧିକ ନଗଦ ଟଙ୍କା ଜବତ କଲା ଭିଜିଲାନ୍ସ। ଭିଜିଲାନ୍ସ ଉକ୍ତ ଟଙ୍କା ଜବତ କରିବା ସହ ତାଙ୍କ କଟକ କାର୍ଯ୍ୟାଳୟ ଓ ଭଦ୍ରକରେ ଥିବା ପୈତୃକ … Read More
