ଫଗୁ ଦଶମୀ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ଆଜିଠୁ ଦୋଳଉତ୍ସବ ଆରମ୍ଭ
ପୁରୀ : ଫଗୁ ଦଶମୀ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ । ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି … Read More
