ପଶ୍ଚିମବଙ୍ଗ ଏସ୍‌ଆଇଆର୍‌ରେ ନ୍ୟାୟିକ ଅଧିକାରୀଙ୍କ ପାଇଁ ତାଲିମ ମଡ୍ୟୁଲ୍

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ରାଜ୍ୟ ସରକାର ଓ ନିର୍ବାଚନ ଆୟୋଗଙ୍କ ମଧ୍ୟରେ ବିବାଦ ଥମିବାର ନାଁ ନେଉ ନାହିଁ। ନ୍ୟାୟିକ ଅଧିକାରୀଙ୍କ ତାଲିମ ମଡ୍ୟୁଲ୍ ଉପରେ ଆପତ୍ତି ଗ୍ରହଣ କରିବାକୁ ପଶ୍ଚିମବଙ୍ଗ ସରକାରଙ୍କ ଆବେଦନକୁ … Read More

ଚାରି ଦିନିଆ ସିଂଗାପୁର ଓ ଜାପନ ଗସ୍ତ ସାରି ଫେରିଲେ ଯୋଗୀ ଆଦିତ୍ୟନାଥଙ୍କ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଚାରିଦିନିଆ ସିଂଗାପୁର ଓ ଜାପନ ଗସ୍ତ ସାରି ଆଜି ସକାଳ ୪ଟାରେ ରାଜଧାନୀ ଲକ୍ଷ୍ନୌ ବିମାନବନ୍ଦରରେ ପହଞ୍ଚିବା ପରେ ନିଜ ବାସଭବନକୁ ଫେରିଛନ୍ତି। ଏହି ଗସ୍ତ ରାଜ୍ୟର ବିକାଶ ପାଇଁ ଉଦ୍ଦିଷ୍ଟ ଥିଲା। ରାଜ୍ୟ … Read More

ଫୋନରେ ସିମ୍ ନଥିଲେ ଚାଲିବନି ହ୍ବାଟ୍ସଆପ୍

ନୂଆଦିଲ୍ଲୀ : ଏଣିକି ଫୋନରେ ସିମ୍ ନଥିଲେ ଚାଲିବନି ହ୍ବାଟ୍ସଆପ୍ । କମ୍ପ୍ୟୁଟରରେ ୬ ଘଣ୍ଟାରେ ଥରେ ହୋଇଯିବ ଲଗଆଉଟ୍ । ଆସନ୍ତା ମାର୍ଚ୍ଚ ପହିଲାରୁ ଲାଗୁ ହେବ ନୂଆ ନିୟମ‘ସିମ୍ ବାଇଣ୍ଡିଂ’ ନିୟମ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି । … Read More

ମଦ ଦୁର୍ନୀତି ମାମଲା: ଦୋଷମୁକ୍ତ ହେଲେ କେଜରିୱାଲ ଓ ସିସୋଦିଆ  

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଦୋଷ ମୁକ୍ତ ହେଲେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରିବନ୍ଦ କେଜରିୱାର ଓ ପୂର୍ବତନ ଉପମୁଖ୍ୟ ମନ୍ତ୍ରୀ ମନୀଷ ସିସୋଦିଆ । ଦୋଷ ମୁକ୍ତ କଲେ ଦିଲ୍ଲୀ ରାଉଜ ଏଭିନ୍ୟୁ କୋର୍ଟ । ସିବିଆଇ ପ୍ରମାଣ ଦେଇ … Read More

ଆଫଗାନିସ୍ତାନ ସେନା ଗୁଳିରେ ଖସିଲା ପାକିସ୍ତାନୀ F-16 ଯୁଦ୍ଧ ବିମାନ

ନୂଆଦିଲ୍ଲୀ: ପାକିସ୍ତାନକୁ ଶକ୍ତ ଧକ୍କା । ଆଫଗାନିସ୍ତାନ ସେନା ଗୁଳିରେ ଖସିଲା ପାକିସ୍ତାନୀ F-16 ଯୁଦ୍ଧ ବିମାନ । ଆଫଗାନିସ୍ତାନର ଏୟାରସ୍ପେଶ ଉଲ୍ଲଂଘନ କରି ଏଣ୍ଟ୍ରି କରିଥିବା ପାକିସ୍ତାନ ବାୟୁସେନାର ଏକ F-16 ଯୁଦ୍ଧ ବିମାନକୁ ଆଫଗାନିସ୍ତାନ ସେନା ଗୁଳି କରି … Read More

‘ପ୍ରଚଣ୍ଡ’ ଉଡ଼ାଇ ଇତିହାସ ରଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜସ୍ଥାନର ଜୈସଲମେରଠାରେ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହାଲୁକା ଯୁଦ୍ଧ ହେଲିକପ୍ଟର ‘ପ୍ରଚଣ୍ଡ’ରେ ଏକ ସଫଳ ଉଡ଼ାଣ କରିଛନ୍ତି। ଏହି ଐତିହାସିକ ଉଡ଼ାଣ ସହ ସେ ଦେଶର ପ୍ରଥମ ରାଷ୍ଟ୍ରପତି ଭାବେ ‘ପ୍ରଚଣ୍ଡ’ ହେଲିକପ୍ଟରରେ ଉଡ଼ିବାର … Read More

ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୫୫ ମୃତ

ନୂଆଦିଲ୍ଲୀ: ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍  । କାବୁଲ ଓ କାନ୍ଦାହାରରେ ବୋମାମାଡ଼ । ଭୟଙ୍କର ରୂପ ନେଇଛି ଆଫଗାନିସ୍ତାନ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସୀମା ବିବାଦ । ଆଜି ସକାଳୁ ପାକିସ୍ତାନ ବାୟୁସେନା ଆଫଗାନିସ୍ତାନର ରାଜଧାନୀ କାବୁଲ ଏବଂ କାନ୍ଦାହାର … Read More

କୋଲକାତାରେ ଭୂକମ୍ପ ଝଟକା

କୋଲକାତା : ଆଜି ପଶ୍ଚିମବଙ୍ଗର କୋଲକାତାରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୪ ଥିବା ସୂଚନା ମିଳିଛି । କୋଲାକାତା ସମେତ ଅନ୍ୟାନ୍ୟ ଆଖପାଖ ଅଞ୍ଚଳରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଏହି ଭୂକମ୍ପ ଦ୍ବିପହର ୧ଟା … Read More

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର:ଭାଜପା ରାଷ୍ଟ୍ରୀୟଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି ଆଜି ଭାରତୀୟ ଜନତା … Read More

ହିଂସା ଛାଡ଼ି ଆତ୍ମସମର୍ପଣ କର, ନଚେତ୍‌ ପରିଣାମ ଭୋଗିବ: ଡିଜି

ଭୁବନେଶ୍ବର:ମାଓବାଦୀଙ୍କୁ ପୋଲିସ ଡିଜି ଓ୍ବାଇ ବି ଖୁରାନିଆ କଡ଼ା ଚେତାବନୀ ଦେଇଛନ୍ତି। ଡିଜିପି କହିଛନ୍ତି, ହିଂସା ଛାଡ଼ି ଆତ୍ମସମର୍ପଣ କର, ନଚେତ୍‌ ପରିଣାମ ଭୋଗିବ। ଏସ୍‌ଓଜି ଯବାନଙ୍କ ଅପରେଶନର ଭୟଙ୍କର ପରିଣାମ ଭୋଗିବ ବୋଲି ମାଓବାଦୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ଡିଜିପି। … Read More