୫ ଦିନ ପାଇଁ ଇରାନ ଉପରେ ଆକ୍ରମଣ ସ୍ଥଗିତ, ଘୋଷଣା କଲେ ଟ୍ରମ୍ପ
ନୂଆଦିଲ୍ଲୀ: ୫ ଦିନ ପାଇଁ ସ୍ଥଗିତ ରହିଲା ଇରାନ ଉପରେ ଆକ୍ରମଣ । ସମସ୍ତ ପ୍ରକାର ସାମରିକ ଆକ୍ରମଣକୁ ଆମେରିକା ରଖିଲା ସ୍ଥଗିତ । ଏନେଇ ସୋସିଆଲ ମିଡିଆ ଟ୍ରୁଥରେ ଉଲ୍ଲେଖ କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏଥିପାଇଁ … Read More
