ହୋଲସେଲରେ ଆଳୁ କେଜି ୫ ଟଙ୍କା, ଦୋକାନରେ ୨୦: ଚଢ଼ା ଦରରେ ଆଳୁ କିଣୁଛନ୍ତି ଗ୍ରାହକ
ଭୁବନେଶ୍ୱର : ହୋଲସେଲରେ ଆଳୁ କିଲେ ୫ ଟଙ୍କା , ଦୋକାନରେ ୨୦ । ରାଜ୍ୟରେ ଆଳୁ ଦରକୁ ନେଇ ଦୁଇଟି ଭିନ୍ନ ଚିତ୍ର ସାମ୍ନାକୁ ଆସୁଛି । ଗୋଟିଏ ପଟେ ଆବଶ୍ୟକତାଠାରୁ ଅଧିକ ଷ୍ଟକ୍ ଓ ଉତ୍ପାଦନ ଥିବା ଦାବି, ଅନ୍ୟପଟେ … Read More
