ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ
ଭୁବନେଶ୍ବର: ଭୁବନେଶ୍ବରରେ ଭୟଙ୍କର ଅଗ୍ନିକାଣ୍ଡ । ପ୍ରିୟଦର୍ଶିନୀ ମାର୍କେଟରେ ନିଆଁ । ଟେଡି ଦୋକାନରେ ଲାଗିଲା ନିଆଁ। ନୁଆ କରି ଦୋକାନ ଖୋଲିଥିବା ଦୋକାନରେ ଅଗ୍ନିକାଣ୍ଡ । ଟେଡି ଓ ଖେଳନା ଯୋଗୁ ନିଆ ମାତ୍ରାଧିକ ଭାବେ ବ୍ୟାପିଛି। ନିଆଁ ଲିଭା କାର୍ଯ୍ୟରେ … Read More
