୮୦ ହଜାର ଟନ୍ କଞ୍ଚା ତେଲ ସହ ଭାରତ ପହଞ୍ଚିଲା ଜଗ ଲାଡକି

ନୂଆଦିଲ୍ଲୀ : ଭାରତୀୟ ପତାକା ଥିବା ଜାହାଜ ଜଗ୍ ଲଡକି ସୁରକ୍ଷିତ ଭାବେ ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି । ଜଗ୍ ଲଡକି ଏକ ତୈଳ ଟ୍ୟାଙ୍କର୍ରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରୁ ୮୦ ହଜାର ଟନ୍ ମର୍ବାନ୍ ଅଶୋଧିତ ତୈଳ ନେଇ … Read More

ପାଲମର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ : ୯ ମୃତ

ନୂଆଦିଲ୍ଲୀ : ଦିଲ୍ଲୀରୁ ଛାତି ଦୋହଲାଇଦେଲା ଭଳି ଘଟଣା ସାମ୍ନାକୁ ଆସିଛି । ଆଜି ସକାଳେ ରାଜଧାନୀ ପାଲମ ଅଞ୍ଚଳରେ ଥିବା ଏକ ୪ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଅତି କମରେ ଏହି ଦୁର୍ଘଟଣାରେ ୯ ଜଣଙ୍କର ଜୀବନ … Read More

ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର, ୬୦% ସିଟ୍ ପାଇଁ ଆଉ ଦେବାକୁ ପଡ଼ିବନି ଅଲଗା ଟଙ୍କା

ନୂଆଦିଲ୍ଲୀ : ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ୬୦% ସିଟ୍ ମିଳିବ ମାଗଣା । ସିଟ୍ ପାଇଁ ଦେବାକୁ ପଡ଼ିବନି ଅଲଗା ଟଙ୍କା। ପରିବାର ସହ ବସିବା ହେଲା ସହଜ । ଗୋଟିଏ ଟିକେଟ୍ ରେ ଥିବା ସବୁ … Read More

୫୦୦୦ ପାଉଣ୍ଡର ‘ବଙ୍କର-ବଷ୍ଟର’ ବୋମା ମାଡ଼ରେ ଧ୍ୱଂସ ହେଲା ଇରାନର ମିସାଇଲ୍ ଘାଟି

ନୂଆଦିଲ୍ଲୀ: ୫୦୦୦ ପାଉଣ୍ଡର ‘ବଙ୍କର-ବଷ୍ଟର’ ବୋମା ମାଡ଼ । ଇରାନ ଉପରେ ଆମେରିକାର ଭୟଙ୍କର ଆକ୍ରମଣ । ‘ବଙ୍କର-ବଷ୍ଟର’ ବୋମା ମାଡ଼ରେ ଧ୍ୱଂସ ହେଲା ମିସାଇଲ୍ ଘାଟି । ହର୍ମୁଜ ପ୍ରଣାଳୀ ନିକଟରେ ଇରାନର ଘାଟି ଛାରଖାର । ଆମେରିକା ଏବଂ … Read More

ଏୟାରଷ୍ଟ୍ରାଇକରେ ଇରାନର ସର୍ବୋଚ୍ଚ ସୁରକ୍ଷା ମୁଖ୍ୟ ଲାରିଜାନି ନିହତ

ନୂଆଦିଲ୍ଲୀ : ଇସ୍ରାଏଲ୍-ଇରାନ ଯୁଦ୍ଧ ୧୫ ଦିନରେ ପହଞ୍ଚିଲାଣି । ଏହାରି ଭିତରେ ଇରାନର ସୁରକ୍ଷା ମୁଖ୍ୟ ଅଲୀ ଲାରିଜାନିଙ୍କ ମୃତ୍ୟୁ ହୋଇଛି । ଖାମେନେଇଙ୍କ ପରେ ଇରାନର ବରିଷ୍ଠ ଏବଂ ଜଣେ ପ୍ରଭାବଶାଳୀ ନେତା ଅଲୀ ଲାରିଜାନିଙ୍କ ମୃତ୍ୟୁ ହୋଇଥିବା ନେଇ … Read More

ଏସସିବି ଅଗ୍ନିକାଣ୍ଡ ଘଟଣାରେ ୪ ନିଲମ୍ବିତ

କଟକ: କଟକ ବଡ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର। ଘଟଣାରେ ୪ଜଣଙ୍କୁ ନିଲମ୍ବନ କରାଯାଇଛି। କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣା ସାରା ରାଜ୍ୟରେ ସରକାରଙ୍କ ପାରିବ ପଣିଆ ଉପରେ ପ୍ରଶ୍ନ ଉଠାଇଥିଲା। ଆଜି ସରକାର … Read More

ସରକାରୀ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ବୁଝିବେ ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ

ଭୁବନେଶ୍ବର : ଏଣିକି ରାଜ୍ୟରେ ସରକାରୀ ମେଡିକାଲ କଲେଜ ଓ ଡାକ୍ତରଖାନାଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା କଥା ସ୍ବାସ୍ଥ୍ୟ ବିଭାଗର ଜଣେ ସ୍ବତନ୍ତ୍ର ଶାସନ ସଚିବ ବୁଝିବେ। ସେହିପରି ଅଗ୍ନି ନିରାପତ୍ତାକୁ ଦୃଷ୍ଟିରେ ରଖି ସରକାରୀ କୋଠା ନିର୍ମାଣ ସମୟରେ ବିଲ୍ଡିଂ … Read More

ଏପ୍ରିଲ ୧୬ ରୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା, ପ୍ରସ୍ତୁତ ହେବ ଗୃହଗଣନା ଓ ଗୃହ ତାଲିକା

ଭୁବନେଶ୍ବର: ଆସନ୍ତା ଏପ୍ରିଲ ୧୬ ତାରିଖରୁ ରାଜ୍ୟରେ ଆରମ୍ଭ ହେଉଛି ଜନଗଣନା ପ୍ରଥମ ପର୍ଯ୍ୟାୟ । ପ୍ରଥମ ପର୍ଯ୍ୟାୟରେ ଗୃହଗଣନା ଏବଂ ଗୃହ ତାଲିକା ପ୍ରସ୍ତୁତ ହେବ । ଏପ୍ରିଲ ୧ ରୁ ୧୫ ତାରିଖ ପର୍ଯ୍ୟନ୍ତ ଲୋକମାନେ ସେଲଫ ଏନୁମିରେସନ ପୋର୍ଟାଲ … Read More

ପୁରୁଣା ପାସପୋର୍ଟ ଅଫିସକୁ ବୋମାରେ ଉଡ଼ାଇ ଦେବାକୁ ଧମକ

ଭୁବନେଶ୍ବର: ଭୁବନେଶ୍ୱରରେ ପୁରୁଣା ପାସପୋର୍ଟ ଅଫିସ ଉଡ଼ାଇ ଦେବାକୁ ଧମକ । ମେଲ୍ ରେ ଦୁର୍ବୃତ୍ତ ଦେଇଛନ୍ତି ବୋମା ଧମକ । ପରୁଣା ପାସ୍ ପୋର୍ଟ ଅଫିସରେ ପହଞ୍ଚି ନୟାପଲ୍ଲୀ ପୋଲିସ ଯାଞ୍ଚ କରିଛି । ଅଫିସ ଭିତରେ ଓ ବାହାରେ ଯାଇ … Read More

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ିଗଲେ ପର୍ଯ୍ୟଟକ

ପୁରୀ: ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ସ୍ନାନ କରୁଥିବା ବେଳେ ବୁଡ଼ିଗଲେ ପର୍ଯ୍ୟଟକ । ପୁରୀ ସ୍ବର୍ଗଦ୍ବାର ସମୁଦ୍ର କୂଳ ସେକ୍ଟର ୯ରେ ଘଟିଛି ଘଟଣା । ଲାଇଫଗାର୍ଡ ମାନେ ସମୁଦ୍ର ଭିତରକୁ ଯାଇ ତୁରନ୍ତ ପର୍ଯ୍ୟଟକଙ୍କୁ ଉଦ୍ଧାର କରି ପୁରୀ … Read More