ବିଧାୟକ ପଦରୁ ଇସ୍ତଫା ଦେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ
ନୂଆଦିଲ୍ଲୀ : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି । ସେ ବିହାର ବିଜେପି ରାଜ୍ୟ ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ ଇସ୍ତଫା ଦେଇଛନ୍ତି । ଆଜି ସଞ୍ଜୟ ସରାଓଗୀ ବିହାର ବିଧାନସଭା ବାଚସ୍ପତି ପ୍ରେମ କୁମାରଙ୍କ … Read More
