ଏପ୍ରିଲ ୧ରୁ ମହଙ୍ଗା ହେବ ବାର୍ଷିକ ଟୋଲ୍ ପାସ୍
ନୂଆଦିଲ୍ଲୀ : ହାଇୱେରେ ଯାତାୟାତ କରୁଥିବା ଯାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଖବର । ଆସନ୍ତା ଏପ୍ରିଲ ୧ ତାରିଖରୁ ଜାତୀୟ ରାଜପଥ ଦେଇ ଯାତ୍ରା କରିବା ଆହୁରି ମହଙ୍ଗା ହେବାକୁ ଯାଉଛି । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ପକ୍ଷରୁ ବାର୍ଷିକ … Read More
