ଇସଲାମାବାଦ ଏୟାରପୋର୍ଟରେ ଡ୍ରୋନ୍ ଆଟାକ କଲା ତାଲିବାନ, ପାକ୍ ସୈନ୍ୟ ନିହତ

ଇସଲାମାବାଦ : ଆମେରିକା, ଇସ୍ରାଏଲ ଏବଂ ଇରାନରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆଫଗାନିସ୍ତାନ ଏବଂ ପାକିସ୍ତାନ ଯୁଦ୍ଧରେ ନୂଆ ମୋର୍ଚ୍ଚା ଖୋଲିଛି । ପ୍ରଥମେ ପାକିସ୍ତାନ ଆଫଗାନିସ୍ତାନର କାବୁଲ, କାନ୍ଦାହାର, ପାକଟିଆ ଏବଂ ପାକଟିକାରେ ଏୟାର ଷ୍ଟ୍ରାଇକ୍ କରିଥିଲା । ପ୍ରତିଶୋଧ ପରାୟଣ … Read More

ଆମେରିକାର ପ୍ରଚଣ୍ଡ ଆକ୍ରମଣରେ ଧ୍ୱଂସ ହେଲା ଇରାନର ‘ଖାର୍ଗ ଦ୍ୱୀପ’

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ତାଙ୍କ ନିର୍ଦ୍ଦେଶରେ ଆମେରିକୀୟ ସେନା ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଖାର୍ଗ ଦ୍ୱୀପ (Kharg Island) ଉପରେ ଏକ ଭୟଙ୍କର ବୋମା ମାଡ଼ କରିଛି। … Read More

ଇରାନ-ଆମେରିକା ଯୁଦ୍ଧରେ ହସ୍ତକ୍ଷେପ କଲେ ପୁଟିନ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଭୟଙ୍କର ହେଉଛି ଯୁଦ୍ଧ । ଇରାନ-ଆମେରିକା ଯୁଦ୍ଧରେ ପୁଟିନଙ୍କ ଏଣ୍ଟ୍ରି? ଟ୍ରମ୍ପ ଦେଲେ ବଡ଼ ସଙ୍କେତ । ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକା ଓ ଇସ୍ରାଏଲ୍ ସହ ଚାଲିଥିବା ଯୁଦ୍ଧ ମଧ୍ୟରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଇରାନକୁ ‘ଅଳ୍ପ … Read More

ରାଜ୍ୟସଭା ନିର୍ବାଚନ ଲାଗି ୧୬ରେ ବିଧାନସଭା ବୈଠକ ବନ୍ଦ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ଲାଗି ଚଳିତ ମାସ ୧୬ ପୂର୍ବାହ୍ଣ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଥିବାରୁ ଏହିଦିନ ବିଧାନସଭା ବୈଠକ ହେବନାହିଁ। ଶୁକ୍ରବାର ଗୃହରେ ଗୃହୀତ କାର୍ଯ୍ୟ ପରାମର୍ଶଦାତା କମିଟିଙ୍କ ରିପୋର୍ଟ ଅନୁଯାୟୀ ଏହା ସ୍ଥିରିକୃତ ହୋଇଛି। … Read More

ରାଜ୍ୟସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ

ଭୁବନେଶ୍ଵର: ଆସନ୍ତା ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ । ଏହାକୁ  ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି। ଘୋଡ଼ା ବେପାର ନେଇ ଦୁଇ ନେତା ପରସ୍ପରକୁ ଆକ୍ଷେପ … Read More

ଭୁବନେଶ୍ୱରରେ ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀଠାରେ ଏକ ନିଆରା ଜାତୀୟ ଭ୍ରାମ୍ୟମାଣ କଳା ପ୍ରଦର୍ଶନୀ ‘ଏକା-ଦି ୱାନ’ (EKA- The One) ଉଦ୍‌ଘାଟିତ ହୋଇଯାଇଛି। କଳାକାର ତଥା ସାମାଜିକ ଉଦ୍ୟୋଗୀ ଡ. ବୀଣା ଉନ୍ନିକ୍ରିଷ୍ଣନ୍‌ଙ୍କ ପରିକଳ୍ପନାରେ ପ୍ରସ୍ତୁତ ଏହି ତିନି ଦିନିଆ ପ୍ରଦର୍ଶନୀ ଆସନ୍ତା … Read More

କଟକରୁ ଭୁବନେଶ୍ୱର ପ୍ରତି ଅଧ ଘଣ୍ଟାରେ ଗଡ଼ିବ ନମୋ ଟ୍ରେନ: ରେଳମନ୍ତ୍ରୀ

ଭୁବନେଶ୍ୱର : ସଂସଦରେ ବଡ଼ ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।  କଟକରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ କଟକ ମଧ୍ୟରେ ପ୍ରତି ଅଧ ଘଣ୍ଟାରେ ନମୋ ଟ୍ରେନ ଚଳାଚଳ କରିବ ବୋଲି ସେ ଘୋଷଣା କରିଛନ୍ତି ।  ଏହି ଟ୍ରେନ ଚଳାଚଳ … Read More

ରାଜ୍ୟରେ ବଢ଼ୁଛି ତାତି; ଝାରସୁଗୁଡାରେ ସର୍ବାଧିକ ତାପମାତ୍ରା ୪୦.୬ ଡିଗ୍ରୀ ସେଲସିଅସ

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ ବଢ଼ୁଛି ତାପମାତ୍ରା । ସର୍ବାଧିକ ତାପମାତ୍ରା ଝାରସୁଗୁଡାରେ ୪୦.୬ ଡିଗ୍ରୀ ସେଲସିଅସ ରେକର୍ଡ ହୋଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୫.୫ ଡିଗ୍ରୀ ସେଲସିଅସ ରହିଛି। କିଛି ଅଞ୍ଚଳରେ ତାପମାତ୍ରା ୩୮ରୁ ୪୦ ଡିଗ୍ରୀ ମଧ୍ୟରେ … Read More

ଏସଆଇଆର ପ୍ରସଙ୍ଗରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦଳୀୟ ବିଧାୟକ। ପ୍ରଥମେ ଏସଆଇଆର ପ୍ରସଙ୍ଗରେ ଚାଲିଛି … Read More

ବଲାଙ୍ଗିର ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗିର: ପୁଣି କଏଦୀ ମୃତ୍ୟୁ । ବଲାଙ୍ଗିର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ । ମୃତ କଏଦୀ ବଲାଙ୍ଗିର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ । ୨୦୨୧ ମସିହାରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଜେଲ … Read More