ନିଜ ଇଚ୍ଛାରେ ଯେଉଁଠିବି ରହିପାରିବ ପ୍ରାପ୍ତବୟସ୍କ ଝିଅ: ହାଇକୋର୍ଟ

କଟକ : ଜଣେ ପ୍ରାପ୍ତବୟସ୍କ ବ୍ୟକ୍ତି ଯଦି ସ୍ବାଧୀନ ଭାବେ ବଞ୍ଚି ରହିବାକୁ ନିଷ୍ପତ୍ତି ନିଅନ୍ତି ତେବେ ଏପରି ନିର୍ଣ୍ଣୟରେ କୌଣସି ବାଧା ନାହିଁ । ଏପରି ଝିଅଙ୍କୁ ଶ୍ଵଶୁରଘର ବା ବାପା-ମା’ଙ୍କ ପାଖରେ ରହିବାକୁ ବାଧ୍ୟ କରିବା ଭଳି ଆଇନରେ ବ୍ୟବସ୍ଥା … Read More

ପୋଲିସ ପରିଚୟ ଦେଇ ଟ୍ରକରୁ ଚାନ୍ଦା ମାଗୁଥିବା ବେଳେ ଯୁବକଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ବର: ବନ୍ଧା ହେଲା ନକଲି ପୋଲିସ । ପୋଲିସ ପରିଚୟ ଦେଇ ଟ୍ରକରୁ ଚାନ୍ଦା ମାଗୁଥିବା ନକଲି ପୋଲିସକୁ ବାନ୍ଧିଲା ପୋଲିସ । ବାଲେଶ୍ୱର ଜିଲ୍ଲା ଖଇରା ଅଂଚଳରେ ନକଲି ପୋଲିସ କର୍ମଚାରୀ ଗିରଫ ।  ଗିରଫ ଯୁବକ ହେଲେ ବାଲେଶ୍ବର ଖଇରା … Read More

ଗରିଆପାଲି ଟ୍ରିପଲ ମର୍ଡର: ଆତ୍ମହତ୍ୟା ଉଦ୍ୟମ ବେଳେ ଅଭିଯୁକ୍ତକୁ ଉଦ୍ଧାର କଲା ପୋଲିସ

ଦେବଗଡ଼: ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନା ଗରିଆପାଲି ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ଜୀବନ ହାରିବା ଉଦ୍ୟମ ।  ହତ୍ୟା ଅଭିଯୁକ୍ତ ରମେଶ ଗରିଆ ଗାଁ ପାଣି ଟାଙ୍କି ଉପରେ ବିଷପାନ କରି ଜୀବନ ହରିବାକୁ ଉଦ୍ୟମ କରିଛନ୍ତି ।  ଉଦ୍ଧାର ପରେ … Read More

ପ୍ରଧାନଶିକ୍ଷକଙ୍କ ବିରୋଧରେ ସରକାରୀ ଅର୍ଥ ହଡ଼ପ ଅଭିଯୋଗ, ସ୍କୁଲ ଖାତାକୁ ଟଙ୍କା ଫେରସ୍ତ କରିବାକୁ ଅଞ୍ଚଳବାସୀଙ୍କ ଦାବି

କୋରାପୁଟ : ପ୍ରଧାନ ଶିକ୍ଷକଙ୍କ ନାଁରେ ଟଙ୍କା ହଡ଼ପ ଅଭିଯୋଗ । ୧୪ ବର୍ଷ ହେବ ଗୋଟିଏ ବିଦ୍ୟାଳୟର ଦାୟିତ୍ୱକୁ ନେଇ ଉଠିଛି ପ୍ରଶ୍ନ ? ନାରାୟଣପାଟଣା ବ୍ଳକ ଲଙ୍ଗଳବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଆସିଛି ସାଙ୍ଘାତିକ ଅଭିଯୋଗ । ଏହି ସ୍କୁଲରେ … Read More

ରାଇକିଆରେ ହାତୀ ଉପଦ୍ରବ, ଦୁଇ ବୃଦ୍ଧ ମୃତ

ରାଇକିଆ: ମୟୂରଭଂଜ ରାଇକିଆରେ ପୁଣି ହାତୀ ଉପଦ୍ରବ। ଦୁଇଜଣ ବୃଦ୍ଧଙ୍କୁ ଦଳି ମାରିଦେଲା ଦନ୍ତା ହାତୀ । କନ୍ଧମାଳ ଜିଲ୍ଲା ରାଇକିଆ ଥାନା ପେଟାପାଙ୍ଗା ଡ୍ରାମ୍ବା ଜଙ୍ଗଲରେ ଏହି ଅଘଟଣ ଘଟିଛି । ଦୁଇ ବୃଦ୍ଧ ଜଙ୍ଗଲରୁ ଘରକୁ ଫେରୁଥିବା ବେଳେ ହାତୀ … Read More

ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲିଦେଲା ମାଆ!

ସମ୍ବଲପୁର: ନିଜ ଛୁଆଙ୍କୁ ମାରିଦେଲା ମାଆ। ସମ୍ବଲପୁର ଜିଲ୍ଲାରୁ ଏହି ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ସମ୍ବଲପୁର ଜିଲ୍ଲାରେ ଜଣେ ମହିଳା ତାଙ୍କ ଦୁଇ ନାବାଳିକା ଝିଅଙ୍କୁ ଏକ କୂଅରେ ଫିଙ୍ଗି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାଟି … Read More

ଡ଼ ମାୟାଧର ମାନସିଂହଙ୍କ ଗାଁ ନନ୍ଦଳାକୁ ଐତିହ୍ୟ ଗ୍ରାମ ଘୋଷଣା ନ କରିବା ସରକାରଙ୍କ ହୀନମନ୍ୟତା: ବିଜେଡି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଓଡ଼ିଶାର ୨୫ ଜଣ ବରପୁତ୍ରଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମ ଭାବରେ ଘୋଷଣା କରିଛନ୍ତି । ଅଥଚ ଏ ତାଲିକାରେ କବି ପଦ୍ମଶ୍ରୀ ଡ. ମାୟାଧର ମାନସିଂହଙ୍କ ଗାଁ ନନ୍ଦଳା ଗ୍ରାମ ନାହିଁ । ସରକାରଙ୍କ … Read More

ମାସିକ ଧର୍ମ ବେଳେ ମହିଳାଙ୍କ ଛୁଟି ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ମାସିକ ଧର୍ମ ସମୟରେ ମହିଳା କର୍ମଚାରୀଙ୍କୁ ଛୁଟି ପ୍ରଦାନ କରିବା ପାଇଁ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । କୋର୍ଟ ଏହି ମାମଲାକୁ ବିଚାର କରିବାକୁ ମନା କରିଦେଇଛନ୍ତି । କୋର୍ଟ କହିଛନ୍ତି, “ମହିଳାମାନଙ୍କୁ ଏତେ ଦୁର୍ବଳ ଭାବନ୍ତୁ ନାହିଁ … Read More

ଦୁବାଇରେ ଶକ୍ତିଶାଳୀ ବିସ୍ଫୋରଣ, ବୁର୍ଜ ଖଲିଫା ନିକଟରେ ଖସିଲା ମିସାଇଲ୍ ଅଂଶ

ଦୁବାଇ : ଦୁବାଇରେ ଶକ୍ତିଶାଳୀ ବିସ୍ଫୋରଣ । ଆକାଶରୁ ଖସାଇ ଦିଆଗଲା ଶତ୍ରୁପକ୍ଷର ଡ୍ରୋନ୍ । ଶକ୍ତିଶାଳୀ ବିସ୍ଫୋରଣରେ ଥରିଲା ଦୁବାଇ । ବୁର୍ଜ ଖଲିଫା ନିକଟରେ ଖସିଲା ମିସାଇଲ୍ ଅଂଶ । ଦୁବାଇର ମଧ୍ୟଭାଗରେ ଏକାଧିକ ଶକ୍ତିଶାଳୀ ବିସ୍ଫୋରଣ ଶୁଣିବାକୁ ମିଳିଛି … Read More

ଭୟରେ ଅଧିକ ଗ୍ୟାସ୍‌ କିଣୁଛନ୍ତି ଗ୍ରାହକ: ଦୈନିକ ୭୫.୭ ଲକ୍ଷ ବୁକିଂ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ଦେଶରେ ରନ୍ଧନ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହୋଇଛି। ଘରୋଇ ଏଲ୍‌ପିଜି ଯୋଗାଣକୁ ନିଶ୍ଚିତ କରିବା ପାଇଁ ସରକାର ବାଣିଜ୍ୟିକ ଏଲ୍‌ପିଜି ଯୋଗାଣ ଉପରେ କଟକଣା ଲଗାଇଛନ୍ତି। ଏଭଳି ସମୟରେ ସରକାର ଆଜି କହିଛନ୍ତି ଯୁଦ୍ଧ କାରଣରୁ … Read More