ଆମେରିକାରେ ଟ୍ରମ୍ପ ସରକାରଙ୍କ ବିରୋଧରେ ବିଦ୍ରୋହ
ନୂଆଦିଲ୍ଲୀ: ଆମେରିକାରେ ଟ୍ରମ୍ପ ସରକାରଙ୍କ ବିରୋଧରେ ବିଶାଳ ବିଦ୍ରୋହ । ଆମେରିକାର ସମସ୍ତ ୫୦ ରାଜ୍ୟରେ ଟ୍ରମ୍ପ ସରକାରଙ୍କ ବିରୋଧରେ ଲକ୍ଷ ଲକ୍ଷ ଲୋକ ରାସ୍ତାକୁ ଓହ୍ଲାଇଛନ୍ତି। “ନୋ କିଙ୍ଗସ୍” ଶୀର୍ଷକ ଏହି ବିକ୍ଷୋଭ ପ୍ରଦର୍ଶନରେ ପ୍ରାୟ ୮୦ ରୁ ୯୦ … Read More
