ଅନିଲ ଅମ୍ବାନୀଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ: ପିଏନବିର ମୁଖ୍ୟ ପରିଚାଳକ ସନ୍ତୋଷକୃଷ୍ଣ ଅନ୍ନଭରପୁଙ୍କ ଅଭିଯୋଗ ପାଇବା ପରେ ସିବିଆଇ ଆଇପିସିର ଧାରା ୪୨୦ ଏବଂ ୧୨୦ (ବି) ଅଧୀନରେ ମାମଲା ରୁଜୁ କରିଛି। ଏଫଆଇଆର ଅନୁଯାୟୀ, ଅନିଲ ଅମ୍ବାନୀଙ୍କ ନେତୃତ୍ୱରେ ରିଲାଏନ୍ସ କମ୍ୟୁନିକେସନ୍ସ ୨୦୧୩ ମସିହାରୁ ୨୦୧୭ … Read More

ଇସ୍ରାଏଲକୁ ଗୋଳା-ବାରୁଦ ଓ ଯୁଦ୍ଧ ସାମଗ୍ରୀ ବିକିବ ଆମେରିକା

ନୂଆଦିଲ୍ଲୀ: ଇସ୍ରାଏଲକୁ ଗୋଳା-ବାରୁଦ ଓ ଯୁଦ୍ଧ ସାମଗ୍ରୀ ବିକିବା ପାଇଁ ଆମେରିକା ନିଷ୍ପତ୍ତି ନେଇଛି। ଆମେରିକୀୟ ବିଦେଶ ବିଭାଗ ଇସ୍ରାଏଲ ସରକାରଙ୍କୁ ପ୍ରାୟ ୧୬ କୋଟି ଡଲାରର ଯୁଦ୍ଧ ସାମଗ୍ରୀ କ୍ରୟ ନେଇ ମଞ୍ଜୁରୀ ଦେଇଛି। ଇସ୍ରାଏଲ ସରକାର ନିଜ ସୁରକ୍ଷା … Read More

ଜେଡିୟୁରେ ସାମିଲ ହେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର

ପାଟନା : ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସଭାପତି ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜେଡିୟୁରେ ଯୋଗ ଦେଇଛନ୍ତି । ସେ ପାଟନା ସ୍ଥିତ ଜେଡିୟୁ ଅଫିସରେ ସଦସ୍ୟତା ପଦ ଗ୍ରହଣ କରିଛନ୍ତି । ଏହି ସମୟରେ ପାର୍ଟିର ସମସ୍ତ ବରିଷ୍ଠ … Read More

ରାଷ୍ଟ୍ରପତିଙ୍କ ପ୍ରୋଟକଲ ଉଲ୍ଲଂଘନ ପ୍ରସଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ମାଗିଲା ଗୃହ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ପ୍ରୋଟକଲ ଉଲ୍ଲଂଘନ ଏବଂ ସ୍ଥାନ ପରିବର୍ତ୍ତନ ମାମଲାରେ ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି କେନ୍ଦ୍ର ସରକାର । ଆଜି ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଦାର୍ଜିଲିଂ ସାନ୍ତାଳୀ ସମ୍ମିଳନୀ ବେଳେ ରାଷ୍ଟ୍ରପତିଙ୍କ ପ୍ରୋଟୋକଲରେ ତ୍ରୁଟି … Read More

ଶ୍ରୀନଗର ରାଜ୍ୟପାଳଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି; କଲା ଜରୁରୀ ଅବତରଣ

ଶ୍ରୀନଗର : ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ଗୁରମିତ ସିଂ(ରିଟାୟର୍ଡ) ହେଲିକପ୍ଟରର ଜରୁରୀ ଅବତରଣ । ହେଲିକ୍ପଟରର ବୈଷୟିକ ତ୍ରୁଟି ଯୋଗୁଁ ଶ୍ରୀନଗର ଜିବିକେ ହେଲିପ୍ୟାଡରେ ଜରୁରୀ ଅବତରଣ କରିଛି । ପୋଲିସ ସୂଚନା ଅନୁସାରେ, ହେଲିକପ୍ଟରରେ କିଛି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ସମସ୍ୟା … Read More

ଆଶୁତୋଷ ବ୍ରହ୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରୟାଗରାଜ : ପ୍ରୟାଗରାଜରେ ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ ସରସ୍ବତୀଙ୍କ ବିରୋଧରେ ନାବାଳିକା ଯୌନ ଉତ୍ପୀଡନ କେସ୍ ରୁଜୁ କରୁଥିବା ଆଶୁତୋଷ ବ୍ରହ୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ । ଆଶୁତୋଷ ବ୍ରହ୍ମଚାରୀ ଗାଜିଆବାଦରୁ ରିୱ ଏକ୍ସପ୍ରେସ ଟ୍ରେନରେ ପ୍ରୟାଗରାଜ ଯାଉଥିବା ବେଳେ ତାଙ୍କ ଉପରେ … Read More

ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତେହେରାନର ତୈଳ ଡିପୋ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ହେଉଛି ମହାଯୁଦ୍ଧ। ତେହେରାନ ଉପରେ ବର୍ଷୁଛି ମିସାଇଲ। ତେହେରାନର ତୈଳ ଡିପୋ ହୁହୁ ହୋଇ ଜଳୁଛି। ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତୈଳ ଡିପୋ । ଇରାନ ଉପରେ ଆମେରିକାର ସାମରିକ ଏବଂ କୂଟନୈତିକ ଚାପ … Read More

କୋଲାବ ଜଳଭଣ୍ଡାରରେ ବୁଡ଼ି ତିନି ଛାତ୍ରଙ୍କ ମୃତ୍ୟୁ ଘଟଣା: ନବୋଦୟ ବିଦ୍ୟାଳୟର ୩ କର୍ମଚାରୀ ନିଲମ୍ବିତ

କୋରାପୁଟ: କୋରାପୁଟ ଜିଲ୍ଲାର କୋଲାବ ଜଳଭଣ୍ଡାରରେ ଗତକାଲି ୩ ଜଣ ଛାତ୍ର ବୁଡ଼ିଯାଇ ମୃତ୍ୟୁ ହେବା ଘଟଣାରେ ନବୋଦୟ ବିଦ୍ୟାଳୟ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ମାମଲାରେ କର୍ତ୍ତୃପକ୍ଷ ନବୋଦୟ ବିଦ୍ୟାଳୟର ୩ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ସେମାନେ ହେଲେ ପଦାର୍ଥ ବିଜ୍ଞାନ … Read More

ଷ୍ଟେସନର ଚାଲିଛି ନବୀକରଣ; ୬୫ ଦିନ ଯାଏ ପୁରୀକୁ ଗଡ଼ିବନି ଟ୍ରେନ୍

ପୁରୀ: ପୁରୀକୁ ୬୫ ଦିନ ଯାଏ ଯିବନି ଟ୍ରେନ୍ । ପୁରୀ ରେଳ ଷ୍ଟେସନର ଚାଲିଛି ନବୀକରଣ । ଷ୍ଟେସନ ପରିସରରେ ଥିବା ରେଳଧାରଣାକୁ କଂକ୍ରିଟ୍‌ଯୁକ୍ତ କରାଯିବାକୁ ଯୋଜନା ହୋଇଛି । ଅର୍ଥାତ୍‌ ଟ୍ରାକ୍‌ରେ ଆଉ ଗୋଡ଼ି ରହିବ ନାହିଁ । … Read More

ଲୋକସେବକ ମଣ୍ଡଳ ଆଞ୍ଚଳିକ ପରାମର୍ଶଦାତା କମିଟି ସଦସ୍ୟା ଡାକ୍ତର ନାରାୟଣୀ ପଣ୍ଡାଙ୍କ ଦେହାନ୍ତ

ସମ୍ବଲପୁର: ଡାକ୍ତର ନାରାୟଣୀ ପଣ୍ଡାଙ୍କ ପରଲୋକ। ଲୋକ ସେବକ ମଣ୍ଡଳ ସମ୍ବଲପୁର ଆଞ୍ଚଳିକ ପରାମର୍ଶଦାତା କମିଟି ସଦସ୍ୟା ତଥା ସମ୍ବଲପୁରର ବିଶିଷ୍ଟ ସମାଜସେବୀ ଡାକ୍ତର ନାରାୟଣୀ ପଣ୍ଡାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ବୟସାଧିକ କାରଣରୁ … Read More