ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂକମ୍ପ , ଥରିଲା ସୁମାତ୍ରା ଦ୍ୱୀପ

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂକମ୍ପ । ୬.୧ ତୀବ୍ରତାରେ ଥରିଲା ସୁମାତ୍ରା ଦ୍ୱୀପ । ମଙ୍ଗଳବାର ସକାଳେ ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପ ନିକଟରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲ୍ ରେ ୬.୧ ରହିଥିଲା … Read More

ଇରାନର ସରକାରୀ ଟିଭି ଚ୍ୟାନେଲ ମୁଖ୍ୟାଳୟ ଉପରେ ଇସ୍ରାଏଲର ଆକ୍ରମଣ

ନୂଆଦିଲ୍ଲୀ : ଧ୍ୱଂସ ହେଲା ଇରାନର ସରକାରୀ ଟିଭି କେନ୍ଦ୍ର । ଇରାନର ସରକାରୀ ଟିଭି ଚ୍ୟାନେଲ ମୁଖ୍ୟାଳୟ ଉପରେ ଇସ୍ରାଏଲର ବଡ଼ ଧରଣର ଆକ୍ରମଣ । ତେହେରାନରେ ଥିବା ଇରାନର ସରକାରୀ ପ୍ରସାରଣ କେନ୍ଦ୍ର (IRIB) କୁ ବୋମାମାଡ଼ କରି ସମ୍ପୂର୍ଣ୍ଣ … Read More

ସାଉଦି ଆରବରେ ଆମେରିକା ଦୂତାବାସ ଉପରେ ଇରାନର ଡ୍ରୋନ୍ ଆକ୍ରମଣ

ନୂଆଦିଲ୍ଲୀ : ରକ୍ତମୁଖା ଇରାନ । ରିୟାଦରେ ଥରିଲା ଆମେରିକା ଦୂତାବାସ । ସାଉଦି ଆରବରେ ଥିବା ଆମେରିକା ଦୂତାବାସ ଉପରେ ଡ୍ରୋନ୍ ଆକ୍ରମଣ । ଆଜି ସକାଳେ ସାଉଦି ଆରବର ରିୟାଦରେ ଥିବା ଆମେରିକା ଦୂତାବାସ ଉପରେ ଏକ ବଡ଼ ଧରଣର … Read More

ଇରାନର ମିସାଇଲ୍ ଶକ୍ତିକୁ ଶେଷ କରିବ ଆମେରିକା: ମାର୍କୋ ରୁବିଓ

ନୂଆଦିଲ୍ଲୀ : ଧ୍ୱଂସ ହେବ ଇରାନର ନୌସେନା ଏବଂ ମିସାଇଲ୍ । ଇରାନର ମିସାଇଲ୍ ଶକ୍ତିକୁ ଆମେରିକା ଶେଷ କରିବ ବୋଲି କହିଛନ୍ତି ମାର୍କୋ ରୁବିଓ । ଇରାନ ବିରୁଦ୍ଧରେ ଚାଲିଥିବା ସାମରିକ ଅଭିଯାନର ମୁଖ୍ୟ ଲକ୍ଷ୍ୟ ସ୍ପଷ୍ଟ କରିଛନ୍ତି ଆମେରିକା ବିଦେଶ … Read More

ହୋଲି ପାଇଁ କଟକରେ ମଦ ବିକ୍ରି ବନ୍ଦ

କଟକ : କଟକରେ ହୋଲି ପାଇଁ କମିଶନରେଟ୍ ପୋଲିସର ବଡ଼ ପ୍ରସ୍ତୁତି । ହୋଲିରେ ମଦ ବିକ୍ରି ବ୍ୟାନ୍। ମଦ ବିକ୍ରି ପାଇଁ ଦିଆଯିବନି ଅନୁମତି। ସୂଚନା ଦେଇଛନ୍ତି କଟକ ଡିସିପି। ସୁରକ୍ଷା ଦୃଷ୍ଟି କୋଣରୁ ସହରରେ ମୋଟ ୨୦ ପ୍ଲାଟୁନ ପୋଲିସ … Read More

କେନ୍ଦୁଝର କୋର୍ଟକୁ ବୋମା ଧମକ: ତନାଘନା କରୁଛି ବୋମା ସ୍କ୍ୱାର୍ଡ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଆସିଛି ଏକ ସାଙ୍ଘାତିକ ଧମକ। ମଙ୍ଗଳବାର କୋର୍ଟଙ୍କ ଅଫିସିଆଲ୍ ଇ-ମେଲ୍‌କୁ ଏକ ଧମକପୂର୍ଣ୍ଣ ଚିଠି ଆସିବା ପରେ ପୂରା ଜିଲ୍ଲା ପ୍ରଶାସନ ଓ ପୋଲିସ ମଧ୍ୟରେ ହଇଚଇ ସୃଷ୍ଟି ହୋଇଛି। … Read More

ରାଜ୍ୟସଭା ନିର୍ବାଚନ: ଦିଲ୍ଲୀପ ରାୟ ହେଲେ ସ୍ୱାଧୀନ ପ୍ରାର୍ଥୀ, ବିଜେପି କରିବ ସମର୍ଥନ

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ ବଡ଼ଖବର । ବରିଷ୍ଠ ରାଜନେତା ଦିଲ୍ଲୀପ ରାୟ ହେବେ ସ୍ୱାଧୀନ ପ୍ରାର୍ଥୀ । ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବର୍ତ୍ତମାନର ବିଜେପି ନେତା ଦିଲ୍ଲୀପ ରାୟ ସ୍ୱାଧୀନ ଭାବେ ନିଜ ପ୍ରାର୍ଥୀତ୍ୱ ନେଇ ପ୍ରକାଶ କରିବା ପରେ … Read More

ମନମୋହନ ସାମଲ ଓ ସୁଜିତ କୁମାର ବିଜେପିର ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର:  ଓଡ଼ିଶାରୁ ବିଜେପିର ରାଜ୍ୟସଭା ପ୍ରାର୍ଥୀ ତାଲିକା ଘୋଷଣା। ମନମୋହନ ସାମଲ ଓ ସୁଜିତ କୁମାରଙ୍କୁ ମିଳିଲା ସୁଯୋଗ। ଭାରତୀୟ ଜନତା ପାର୍ଟି ଓଡ଼ିଶାରୁ ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ନେତାଙ୍କ ନାମ ଚୂଡ଼ାନ୍ତ କରିଛି। ପାର୍ଟି ପକ୍ଷରୁ … Read More

ଓଭରବ୍ରିଜ ଉପରୁ ଡେଇଁ ଯୁବକ ମୃତ

ବ୍ରହ୍ମପୁର : ଓଭରବ୍ରିଜ ଉପରୁ ତଳକୁ ଡେଇଁ ଯୁବକ ମୃତ । ସମସ୍ତ ଘଟଣା ସିସିଟିଭି କ୍ୟାମେରାରେ କଏଦ । ଗୋପାଳପୁର ଥାନା ଅନ୍ତର୍ଗତ ଖୋଡାସିଙ୍ଗି ଓଭରବ୍ରିଜ ଉପରୁ ତଳକୁ ଡେଇଁ ଜୋହନ ନାୟକ ନାମକ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । … Read More

ଛେଳି ଚୋରକୁ ପିଟିପିଟି ମାରିଦେଲେ ଗ୍ରାମବାସୀ

ରାଇରଙ୍ଗପୁର: ଛେଳି ଚୋରକୁ ପିଟିପିଟି ହତ୍ୟା । ରାଇରଙ୍ଗପୁରର ତିରିଂ ଥାନା ଇନ୍ଦକୋଳି ଗାଁରେ ନୃଶଂସ ହତ୍ୟାକାଣ୍ଡ ହୋଇଛି । ଗାଁର ୪ଜଣ ଛେଳି ଚୋର ୨ଟି ବାଇକରେ ଆସି ଛେଳି ଚୋରି କରୁଥିବା ବେଳେ ମାଡ଼ିବସିଲେ ଲୋକେ । ୨ଜଣ ଘଟଣାସ୍ଥଳରୁ … Read More