ରାଜ୍ୟରେ ତୈଳ କିମ୍ବା ଗ୍ୟାସ ସଙ୍କଟ ନାହିଁ, ବିରୋଧୀ କରୁଛନ୍ତି ଅପପ୍ରଚାର
ଭୁବନେଶ୍ୱର : ରାଜ୍ୟରେ ତୈଳ କିମ୍ବା ଗ୍ୟାସ ସଙ୍କଟ ନାହିଁ । ବିରୋଧୀମାନେ ଅପପ୍ରଚାର କରୁଛନ୍ତି । ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏଲପିଜି ବୁକିଂରେ ସମୟ ଟିକେ ବଢ଼ିଛି । ଅନ୍ୟ ଦେଶ ତୁଳନାରେ ଆମେ ଭଲରେ … Read More
