ଓମାନ ଉପକୂଳରେ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ, ଜାହାଜରେ ଥିଲେ ୧୫ ଭାରତୀୟ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଆହୁରି ଭୟଙ୍କର ହେଉଛି ଯୁଦ୍ଧ । ଏହାରି ଭିତରେ ଓମାନ ଉପକୂଳରେ ଏକ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଥିବା ଖବର ଆସୁଛି । ଆକ୍ରମଣରେ ତୈଳ ଜାହାଜରେ ଥିବା ୪ଜଣ ସଦସ୍ୟ ଆହତ ହୋଇଛନ୍ତି । ଜାହାଜରେ … Read More

CBSE ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ମଧ୍ୟପ୍ରାଚ୍ୟର ପରିସ୍ଥିତି ଯୋଗୁଁ ମାର୍ଚ୍ଚ ୨ରେ ହେବାକୁ ଥିବା ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଛି। ବୋର୍ଡ କହିଛି ଯେ ନୂତନ ତାରିଖ ପରେ ଘୋଷଣା କରାଯିବ। ବାହାରିନ, … Read More

ଖାମେନେଇଙ୍କ ମୃତ୍ୟୁ ପରେ ଭାରତରେ ପ୍ରତିବାଦ

ନୂଆଦିଲ୍ଲୀ: ଇରାନର ସର୍ବୋଚ୍ଚ ଶାସନ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ପରେ ଭାରତର ବିଭିନ୍ନ ସ୍ଥାନରେ ପ୍ରତିବାଦ ପ୍ରଦର୍ଶନ ଦେଖା ଦେଇଛି। ଖାମେନେଇଙ୍କ ପରଲୋକରେ ଶୋକ ପ୍ରକାଶ କରିବା ସହ ଆମେରିକା ଏବଂ ଇସ୍ରାଏଲ ବିରୋଧୀ ସ୍ଲୋଗାନ ଦେଇଛନ୍ତି ପ୍ରତିବାଦକାରୀ। … Read More

ଦୁବାଇରେ ଫସିଛନ୍ତି ବ୍ୟାଡମିଣ୍ଟନ ଷ୍ଟାର ପିଭି ସିନ୍ଧୁ

ଦୁବାଇ : ଦୁବାଇ ବିମାନବନ୍ଦରରେ ଫସିଲେ ବ୍ୟାଡମିଣ୍ଟିନ ଷ୍ଟାର ପି.ଭି. ସିନ୍ଧୁ । ଦୁବାଇ ବିମାନବନ୍ଦରରେ ଇରାନର ଆକ୍ରମଣ ଯୋଗୁଁ ସୃଷ୍ଟି ହୋଇଥିବା ଭୟଙ୍କର ସ୍ଥିତି ମଧ୍ୟରେ ପି.ଭି. ସିନ୍ଧୁ ଫସି ରହିଛନ୍ତି । ସେ ନିଜର ଅନୁଭୂତି ବାଣ୍ଟିଛନ୍ତି । ସିନ୍ଧୁ … Read More

ଇରାନ-ଇସ୍ରାଏଲ ଯୁଦ୍ଧ : ଅନେକ ଦେଶର ପ୍ରମୁଖ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ବିମାନ ସେବା ବନ୍ଦ

ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ଆମେରିକାର ମିଳିତ ଆକ୍ରମଣର ଜବାବ ଦେଇ ଇରାନ ଇସ୍ରାଏଲ ସହିତ କତର, କୁଏତ, ବାହରିନ, ୟୁଏଇ ସମତେ ଅନେକ ଦେଶ ଉପରେ ମିସାଇଲ ଆକ୍ରମଣ କରିଛି । ମଧ୍ୟପ୍ରାଚ୍ୟରେ ବଢୁଥିବା ତିକ୍ତତା ଯୋଗୁଁ ଅନେକ ଦେଶର ପ୍ରମୁଖ … Read More

ଖାମେନେଇଙ୍କ ମୃତ୍ୟୁ ପରେ କରାଚୀରେ ହିଂସା, ୧୦ ମୃତ, ୩୦ରୁ ଅଧିକ ଆହତ

ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ଆମେରିକାର ମିଳିତ ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଖାମେନେଇଙ୍କ ମୃତ୍ୟୁ ହୋଇଛି । ବଙ୍କରରେ ଲୁଚିଥିଲେ ମଧ୍ୟ ସେ ବର୍ତ୍ତିପାରି ନାହାଁନ୍ତି । ପାକିସ୍ତାନ ଇରାନ ସମର୍ଥନରେ ବାହାରି ଉପଦ୍ରବକାରୀମାନେ ଆମେରିକା ଦୂତାବାସ କାର୍ଯ୍ୟାଳୟରେ ଭଙ୍ଗାରୁଜା କରିବା … Read More

ନାଗପୁର SBL କମ୍ପାନୀରେ ବିସ୍ଫୋରଣ, ୧୫ ମୃତ

ମହାରାଷ୍ଟ୍ର : ମହାରାଷ୍ଟ୍ରର ନାଗପୁର ଜିଲ୍ଲାରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଯେଉଁଥିରେ ୧୫ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ନାଗପୁରର କାଟୋଲ ତାଲୁକାରେ ଥିବା SBL କମ୍ପାନୀରେ ଏହି ଭୟଙ୍କର ବିସ୍ଫୋରଣ ଘଟିଛି । ଆଗକୁ ମୃତ୍ୟୁସଂଖ୍ୟା ବଢିପାରେ ବୋଲି … Read More

ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ, ଇରାନରେ ୪୦ ଦିନିଆ ରାଷ୍ଟ୍ରୀୟ ଶୋକ

ଇରାନ : ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ ନେଇ ସ୍ପଷ୍ଟ କରିଛି ଇରାନ । ଆମେରିକା ଓ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଖାମେନେଇଙ୍କ ସମେତ ତାଙ୍କ ଜ୍ୱାଇଁ, ଝିଅ ଏବଂ ପତ୍ନୀଙ୍କ ମୃତ୍ୟୁ ହୋଇଥିବା ଇରାନର ପକ୍ଷରୁ କୁହାଯାଇଛି … Read More

ନକ୍ସଲମୁକ୍ତ ହେଲା ବଲାଙ୍ଗୀର ଓ ବରଗଡ ଜିଲ୍ଲା: ଡିଜିପି

ଭୁବନେଶ୍ବର: ରାଜ୍ୟରେ ନକ୍ସଲ ବିରୋଧୀ ଅଭିଯାନରେ ଓଡିଶା ପୁଲିସକୁ ଆଜି ଐତିହାସିକ ସଫଳତା ମିଳିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ବଲାଙ୍ଗୀର ଓ ବରଗଡ ଜିଲ୍ଲାକୁ ନକ୍ସଲ ମୁକ୍ତ ଜିଲ୍ଲା ଭାବେ ଘୋଷଣା କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଆଜି … Read More

ଜବରଦଖଲ ମୁକ୍ତ ହୋଇପାରିନି ଶ୍ରୀଜଗନ୍ନାଥଙ୍କ ୨୭୨ ଏକର ଜମି

ଭୁବନେଶ୍ବର:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଟିବାଟି ଜମି ରହିଛି। ରାଜ୍ୟର ୨୪ ଜିଲାରେ ଶ୍ରୀଜଗନ୍ନାଥଙ୍କ ୬୦, ୪୨୬, ୯୪୩ ଏକର ଜମି ଥିବା ଚିହ୍ନଟ ହୋଇଛି। ୨୪ ଜିଲାର ବନ୍ଦୋବସ୍ତ ରେକର୍ଡକୁ ଭିତ୍ତିକରି ଏହି ଜମି ଚିହ୍ନଟ କରାଯାଇଛି। ଚିହ୍ନଟ ଜମି ମଧ୍ୟରୁ ୩୮, … Read More