ଜନସାଧାରଣଙ୍କୁ ସଚେତନ କରିବ ଓଡ଼ିଶା ପୋଲିସର “ନ୍ୟାୟ ସଂହିତା ପ୍ରଦର୍ଶନୀ”

ଭୁବନେଶ୍ୱର : ନୂତନ ଅପରାଧିକ ଆଇନରେ ଐତିହାସିକ ସଂଶୋଧନ ଓ ନୂତନ ନ୍ୟାୟ ବ୍ୟବସ୍ଥା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ୟୁନିଟ–III ସ୍ଥିତ ପ୍ରଦର୍ଶନୀ ପଡିଆ, ଭୁବନେଶ୍ୱରଠାରେ “ନ୍ୟାୟ ସଂହିତା ପ୍ରଦର୍ଶନୀ” ଆୟୋଜନ କରାଯାଉଛି। ଆସନ୍ତା … Read More

ଛାତ୍ରୀଙ୍କୁ ଅସଦାଚରଣ ମାମଲାରେ ପ୍ରଧାନ ଶିକ୍ଷକଙ୍କୁ ମାଡ଼: ପ୍ରତିବାଦରେ ବିଇଓଙ୍କ ଅଫିସ ଆଗରେ ଧାରଣା

ବାସୁଦେବପୁର: ଛାତ୍ରୀଙ୍କୁ ଅସଦାଚରଣ ଘଟଣାରେ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରାଯାଇଛି। ଗତ ଫେବୃଆରୀ ୨୮ ତାରିଖରେ ଏହାର ପ୍ରତିବାଦରେ ଅଭିଭାବକଙ୍କ ସମେତ ପୀଡିତାଙ୍କ ପରିବାର ଓ କେତେକ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇଥିଲେ । ସେହି ସମୟରେ ପ୍ରଧାନଶିକ୍ଷକ ଅବିନାଶ ପ୍ରଧାନଙ୍କୁ … Read More

ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ଵର: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର କରାଯାଇଛି। ଏନେଇ ଏମ୍ସ ଭୁବନେଶ୍ବର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳ ୯ଟାରେ ଦିଲ୍ଲୀ ବାହାରିଲେ ସୁରେଶ ପୂଜାରୀ । ମଙ୍ଗଳବାର ରାତିରେ ରାଜସ୍ବ … Read More

ଆସନ୍ତାକାଲି ଅମିତ ଶାହାଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ଵର: ଆଜି ନୁହେଁ ଆସନ୍ତାକାଲି ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ। କାଲି ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଞ୍ଚିବେ । ସେଠୁ ସିଧାସଳଖ କଟକ ମୁଣ୍ଡଳୀ ଯାଇ ସି.ଆଇ.ଏସ.ଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ଣରେ … Read More

ଦୁଇ ଗାଁ ଭିତରେ ଗୋଷ୍ଠୀ ସଂଘର୍ଷ : ଗୁଳିମାଡ଼ରେ ୨ ଗୁରୁତର

ରେଢ଼ାଖୋଲ : ଦୁଇ ଗାଁ ଭିତରେ ଗୋଷ୍ଠୀ ସଂଘର୍ଷ,ଗାଁରେ ଫୁଟିଲା ଗୁଳି।  ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ।  ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ମାଣିକପୁର ଓ ଝାରବନ୍ଧଲି ଗାଁ ମଧ୍ୟରେ ଘଟିଛି ଗୋଷ୍ଠୀ ସଂଘର୍ଷ। ଝାରବନ୍ଧିଲି ଗ୍ରାମର ୨ଜଣ ଗୁରୁତରଥିବା ବେଳେ ମାଣିକପୁର … Read More

ସୁରକ୍ଷା କର୍ମୀଙ୍କ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ଦନ୍ତେୱାଡା-ଜିଲ୍ଲାରେ ସୁରକ୍ଷା କର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଏନକାଉଣ୍ଟରରେ ଜଣେ ହାର୍ଡକୋର ମାଓବାଦୀ ନିହତ । ଘଟଣାସ୍ଥଳରୁ ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । … Read More

କୋର୍ଟ ଆଗରେ ଯୁବକଙ୍କୁ ହତ୍ୟା

ଭଞ୍ଜନଗର : କୋର୍ଟ ସମ୍ମୁଖରେ କ୍ରାଇମ ।  ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ । ଗଞ୍ଜାମ ଜିଲ୍ଲା ଭଞ୍ଜନଗର କୋର୍ଟ ସମ୍ମୁଖରେ ଘଟିଛି ଛାତିଥରା ହତ୍ୟାକାଣ୍ଡ ।  ମୃତ ଯୁବକ ଭଞ୍ଜନଗର ଥାନା ବୁଦୁଲି ଗାଁର ଅଶୋକ ସ୍ବାଇଁ ।  … Read More

ଭଡ଼ା ଘରୁ CRPF ଯବାନଙ୍କ ମୃତଦେହ ଉଦ୍ଧାର

କଟକ : CRPF ଯବାନଙ୍କ ସଂଦେହଜନକ ମୃତ୍ୟୁ ।  ମୃତକ ହେଲେ CRPF ହାବିଲଦାର ଦୀତିକୃଷ୍ଣ ପଣ୍ଡା ।  ତାଙ୍କ କଟକ ସ୍ଥିତ ଭଡ଼ା ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି ।  ସେ ଝାଡ଼ଖଣ୍ଡରେ କାର୍ଯ୍ୟରତ ଥିଲେ ।  ନିକଟରେ ଛୁଟିରେ … Read More

ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲା, ସମସ୍ତ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର

କଟକ : ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କରିଛନ୍ତି ଓଡିଶା ହାଇକୋର୍ଟ । ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ … Read More

ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ଡ. ସଂତୃପ୍ତ ମିଶ୍ର ଓ ଡାକ୍ତର ଦତ୍ତେଶ୍ବର ହୋତା

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେଡିରୁ ଡ. ସଂତୃପ୍ତ ମିଶ୍ର ଓ ଡାକ୍ତର ଦତ୍ତେଶ୍ବର ହୋତା । ୨ ସେଟ ନାମାଙ୍କନପତ୍ର ଦାଖଲ କଲେ ଡ. ସଂତୃପ୍ତ ମିଶ୍ର । ତୃତୀୟ ଆସନ ପାଇଁ ବିଜେଡି ତରଫରୁ … Read More