ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର : ଆଜି ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ । ଜୀବନର କୌଣସି ପରିସ୍ଥିତିରେ ସେ ସାଲିସ୍ କରି ନଥିଲେ। ବିଜୁବାବୁ ଓଡିଶା ପାଇଁ ଅନେକ ସ୍ଵପ୍ନ ଦେଖିଥିଲେ। ଯାହା ଅଧୁରା ରହିଛି ସେ … Read More
