ହାତୀ ଆକ୍ରମଣରେ ଚାଷୀ ମୃତ
ରେଙ୍ଗାଲି କ୍ୟାମ୍ପ : ବରଗଡ ଜିଲା ଅତାବିରା ଥାନା ଅନ୍ଧାରିପାଲି ଗାଁରେ ହାତୀ ଆତଙ୍କ। ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତକ ବେଣୁଧର ଛୁରିଆ (୫୫)ବୋଲି ଜଣାପଡିଛି। ଆଜି ଭୋର ସମୟରେ ବେଣୁଧର ନିଜ ଚାଷ ଜମିକୁ ଦେଖିବାକୁ … Read More
ରେଙ୍ଗାଲି କ୍ୟାମ୍ପ : ବରଗଡ ଜିଲା ଅତାବିରା ଥାନା ଅନ୍ଧାରିପାଲି ଗାଁରେ ହାତୀ ଆତଙ୍କ। ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତକ ବେଣୁଧର ଛୁରିଆ (୫୫)ବୋଲି ଜଣାପଡିଛି। ଆଜି ଭୋର ସମୟରେ ବେଣୁଧର ନିଜ ଚାଷ ଜମିକୁ ଦେଖିବାକୁ … Read More
ନୂଆଦିଲ୍ଲୀ:ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି । ବଜାରରେ ଖାଇବା ତେଲ ଦର ବୃଦ୍ଧି ହୋଇଛି। କିଛିଦିନ ତଳେ ରିଫାଇନ୍ ତେଲ ଲିଟର ୧୬୦ଟଙ୍କାରେ ବିକ୍ରି ହେଉଥିବାବେଳେ ଦୁଇଦିନ ହେଲା ଲିଟର ପିଛା ୧୭୦ଟଙ୍କାରେ ବିକ୍ରି ହେଉଛି। … Read More
ଭୁବନେଶ୍ୱର : ଦୁଇ ବର୍ଷରେ ୭୧୧ କୋଟି ଟଙ୍କା ଲୁଟି ନେଲେଣି ସାଇବର ଠକ, କିନ୍ତୁ ଫେରିଛି ମାତ୍ର ୭ କୋଟି ଟଙ୍କା l ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଅନଲାଇନରେ ଲେଣଦେଣ କରୁଛନ୍ତି କି ହୋଇ … Read More
ଭୁବନେଶ୍ବର: ପୁରୀ,ବରଗଡ଼ ପରେ କଳାହାଣ୍ଡି ଜିଲା କୋର୍ଟକୁ ବୋମା ଧମକ ମିଳିଛି। ଜିଲା ଦୌରା ଓ ଜର୍ଜଙ୍କ ଇମେଲକୁ ଏହି ଧମକପୂର୍ଣ୍ଣ ମେଲ୍ ଆସିଛି । ଏହି ଘଟଣା ସାମ୍ନାକୁ ଆସିବା ପରେ ସ୍ଥାନୀୟ ପୁଲିସ୍ କୋର୍ଟରେ ପହଞ୍ଚି ତଦନ୍ତ ଆରମ୍ଭ … Read More
ବଲାଙ୍ଗିର: ବଲାଙ୍ଗିର ଭାଗୀରଥୀ ଛକ-ସର୍କିଟ ହାଉସ ରାସ୍ତା ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ ଧକ୍କାରେ ଗୁରୁତର ଆୟୁର୍ବେଦ ଡାକ୍ତରୀ ଛାତ୍ରୀଙ୍କର ଚିକିତ୍ସାଧିନ ଅବସ୍ଥାରେ ବରଗଡ଼ ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ମୃତ୍ୟୁ ହୋଇଯାଇଛି। ମୃତ ଛାତ୍ରୀ … Read More
ଭୁବନେଶ୍ୱର : ମିଶନ ରାଜ୍ୟସଭା । ମଇଦାନରେ ୫ ପ୍ରାର୍ଥୀ । ନାମାଙ୍କନ ପତ୍ର ପ୍ରତ୍ୟାହାର ସମୟ ଶେଷ । ଆଜି ଥିଲା ରାଜ୍ୟସଭା ପ୍ରାର୍ଥୀପତ୍ର ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । କୌଣସି ପ୍ରାର୍ଥୀ ନାମାଙ୍କନ ପ୍ରତ୍ୟାହାର କରିନାହାନ୍ତି । ରାଜ୍ୟସଭା … Read More
ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି । ଗୃହରେ ସ୍ଵାଭାବିକ ଭାବେ ପ୍ରଶ୍ନକାଳ ଜାରି ରହିଛି। ବିଭାଗୀୟ ମନ୍ତ୍ର ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ପ୍ରଶ୍ନକାଳ ଆରମ୍ଭ ହୋଇଛି। ବିଭାଗୀୟ ମନ୍ତ୍ରୀ ବିଧାୟକଙ୍କ ପ୍ରଶ୍ନର … Read More
ରାୟଗଡା : ଦିନ ଦ୍ୱିପ୍ରହରରେ ଝାମ୍ପିନେଲେ ୨ଲକ୍ଷ ଟଙ୍କା । ବ୍ୟାଙ୍କକୁ ଡିପୋଜିଟ ପାଇଁ ଯିବା ବେଳେ ଝାମ୍ପିନେଇ ୨ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ରାୟଗଡା ସହର କପିଳାସ ରୋଡ଼ରେ ଥିବା ପାତ୍ର ଇଲକ୍ଟ୍ରୋନିକ ସୋ ରୁମ୍ ର କୋଷାଧକ୍ଷ ରଂଜିତ … Read More
ନୟାଗଡ଼: ମାସେ ପରେ ଖୋଲିଲା ସ୍କୁଲ। ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ବେଲପଡ଼ାପାଟଣା ବିଦ୍ୟାଳୟରେ ଖୋଲିଲା ତାଲା । ଜିଲ୍ଲାପାଳ, ଏସପି ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ ଉପସ୍ଥିତିରେ ତାଲା ଖୋଲାଯାଇଛି । ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି … Read More
ବ୍ରହ୍ମପୁର: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଶ୍ରୀରାମ ନଗର ଶାନ୍ତିମାର୍ଗରେ ଥିବା ଜଣେ ଆଇନଜୀବୀଙ୍କ ଘର ଉପରକୁ ବୋମାମାଡ ହୋଇଛି । କିଛି ଯୁବକ ହାତରେ ଖଣ୍ଡା ଧରି ସେଠାରେ ଆତଙ୍କ ଖେଳାଇବା ସହ ବୋମାମାଡ କରି ଫେରାର ହୋଇଯାଇଛନ୍ତି । … Read More