ଦୁଇ ବାଇକ୍ ମୁହାଁମୁହିଁ: ୩ ମୃତ , ଜଣେ ଗୁରୁତର
ରାୟଗଡା: ରାୟଗଡା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଦୁର୍ଗୀ ଗାଁରେ ଅଭାବନୀୟ ଘଟଣା ଘଟିଛି। ଏକ ଢ଼ାବା ନିକଟରେ ୨ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତରଙ୍କୁ ତୁରନ୍ତ … Read More
