ତେହେରାନରେ ଏୟାରଷ୍ଟ୍ରାଇକ, ୧୦ ଇରାନ ସୁରକ୍ଷାକର୍ମୀ ମୃତ
ନୂଆଦିଲ୍ଲୀ : ଇରାନ ଉପରେ ଆମେରିକା-ଇସ୍ରାଏଲର ପ୍ରଚଣ୍ଡ ଆକ୍ରମଣ । ବଡ଼ ଧରଣର ଏୟାରଷ୍ଟ୍ରାଇକରେ ଥରହର ତେହେରାନ । ଇରାନର ସବୁ ଯୁଦ୍ଧ ଜାହାଜକୁ ବୁଡ଼ାଇ ଦେଲା ଆମେରିକା । ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବେ ଇରାନର ରାଜଧାନୀ ତେହେରାନ ଉପରେ … Read More
