୧୮ ଯାଏ ରାଜ୍ୟରେ ଝଡ଼ବର୍ଷା !, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ଆସନ୍ତା ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ। କାଳବୈଶାଖୀ ପ୍ରଭାବରେ ୧୫ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ … Read More
