ଦୁବାଇ ଏୟାରପୋର୍ଟ ନିକଟରେ ଡ୍ରୋନ୍ ଆଟାକ୍, ସମସ୍ତ ଉଡ଼ାଣ ରଦ୍ଦ
ଦୁବାଇ : ଆମେରିକା-ଇସ୍ରାଏଲ-ଇରାନ ମଧ୍ୟରେ ଚାଲିଥିବ ଯୁଦ୍ଧ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ସୋମବାର ସକାଳୁ ସକାଳୁ ଦୁବାଇ ଆନ୍ତର୍ଜାତୀୟ ବିମାନ ବନ୍ଦର ନିକଟରେ ବଡ଼ ଧରଣର ଡ୍ରୋନ୍ ଆଟାକ୍ ହୋଇଛି । ଏହି ଆକ୍ରମଣରେ ଏୟାରପୋର୍ଟ ନିକଟରେ ଥିବା … Read More
