ଏପ୍ରିଲ ୧୬ ରୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା, ପ୍ରସ୍ତୁତ ହେବ ଗୃହଗଣନା ଓ ଗୃହ ତାଲିକା

ଭୁବନେଶ୍ବର: ଆସନ୍ତା ଏପ୍ରିଲ ୧୬ ତାରିଖରୁ ରାଜ୍ୟରେ ଆରମ୍ଭ ହେଉଛି ଜନଗଣନା ପ୍ରଥମ ପର୍ଯ୍ୟାୟ । ପ୍ରଥମ ପର୍ଯ୍ୟାୟରେ ଗୃହଗଣନା ଏବଂ ଗୃହ ତାଲିକା ପ୍ରସ୍ତୁତ ହେବ । ଏପ୍ରିଲ ୧ ରୁ ୧୫ ତାରିଖ ପର୍ଯ୍ୟନ୍ତ ଲୋକମାନେ ସେଲଫ ଏନୁମିରେସନ ପୋର୍ଟାଲ … Read More

ପୁରୁଣା ପାସପୋର୍ଟ ଅଫିସକୁ ବୋମାରେ ଉଡ଼ାଇ ଦେବାକୁ ଧମକ

ଭୁବନେଶ୍ବର: ଭୁବନେଶ୍ୱରରେ ପୁରୁଣା ପାସପୋର୍ଟ ଅଫିସ ଉଡ଼ାଇ ଦେବାକୁ ଧମକ । ମେଲ୍ ରେ ଦୁର୍ବୃତ୍ତ ଦେଇଛନ୍ତି ବୋମା ଧମକ । ପରୁଣା ପାସ୍ ପୋର୍ଟ ଅଫିସରେ ପହଞ୍ଚି ନୟାପଲ୍ଲୀ ପୋଲିସ ଯାଞ୍ଚ କରିଛି । ଅଫିସ ଭିତରେ ଓ ବାହାରେ ଯାଇ … Read More

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ିଗଲେ ପର୍ଯ୍ୟଟକ

ପୁରୀ: ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ସ୍ନାନ କରୁଥିବା ବେଳେ ବୁଡ଼ିଗଲେ ପର୍ଯ୍ୟଟକ । ପୁରୀ ସ୍ବର୍ଗଦ୍ବାର ସମୁଦ୍ର କୂଳ ସେକ୍ଟର ୯ରେ ଘଟିଛି ଘଟଣା । ଲାଇଫଗାର୍ଡ ମାନେ ସମୁଦ୍ର ଭିତରକୁ ଯାଇ ତୁରନ୍ତ ପର୍ଯ୍ୟଟକଙ୍କୁ ଉଦ୍ଧାର କରି ପୁରୀ … Read More

କଟକ ବଡ଼ ମେଡିକାଲରେ ପୁଣି ଅଗ୍ନିକାଣ୍ଡ: ନନ ଟ୍ରମା କାଜୁଆଲଟିରେ ନିଆଁ, ଅଳ୍ପକେ ବର୍ତ୍ତିଲେ ରୋଗୀ

କଟକ: କଟକ ବଡ଼ ମେଡିକାଲ ନନ ଟ୍ରମା କାଜୁଆଲଟିରେ ପୁଣି ନିଆଁ । ସର୍ଟସର୍କିଟ ଅଗ୍ନିକାଣ୍ଡ । ଅଳ୍ପକେ ବର୍ତ୍ତିଲେ ରୋଗୀ । ନନ ଟ୍ରମା କାଜୁଆଲଟିରେ ଶହେରୁ ଅଧିକ ରୋଗୀ ଚିକିତ୍ସିତ ହେଉଥିଲେ । ଧୂଆଁ ବାହାରିବା କାରଣରୁ ସ୍ମୋକ ଡିଟେକ୍ଟର … Read More

ପରିବାର ଅଦାଲତ ନିକଟରେ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ଲହୁ ଲୁହାଣ କଲା ସ୍ୱାମୀ

ବାଲେଶ୍ଵର: ବାଲେଶ୍ଵର ପରିବାର ଅଦାଲତ ନିକଟରେ ହାଇଡ୍ରାମା । କୋର୍ଟ ନିକଟରେ ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ଲହୁ ଲୁହାଣ କରିଦେଲା ନିର୍ଦ୍ଦୟ ସ୍ୱାମୀ । ଉଭୟ ସ୍ୱାମୀ ସ୍ତ୍ରୀଙ୍କ ବାଲେଶ୍ଵର ପରିବାର ଅଦାଲତରେ ୨୦୨୫ ମସିହା ଡ଼ିସେମ୍ବର ମାସରୁ ଛାଡପତ୍ର ମାମଲା … Read More

ଅଫିସରେ ପଶି RIଙ୍କୁ ଘୋଷାଡ଼ି ଘୋଷାଡ଼ି ପିଟିଲେ ଯୁବକ

ଚାନ୍ଦବାଲି: ଅଫିସ୍‌ ଭିତରେ ପଶି RIଙ୍କୁ ଘୋଷାଡ଼ି ଘୋଷାଡ଼ି ପିଟିଲେ ଯୁବକ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ତହସିଲ ସାରଣା ଆରଆଇ ତାପସ ରଞ୍ଜନ ଜେନାଙ୍କୁ ମରଣାନ୍ତକ ଆକ୍ରମଣ । ଅଫିସରେ କାମ କରୁଥିବାବେଳେ ମାଡ଼ ମାରିଥିଲେ ଜଣେ ବ୍ୟକ୍ତି । ଆରଆଇଙ୍କୁ … Read More

‘ରାମ ନାମ ସତ୍ୟ ହେ’ ଧ୍ବନିରେ କମ୍ପିଲା ଗୃହ, ଉଠିଲା କୋକେଇ ପଡ଼ିଲା ଖଇ କଉଡି

ଭୁବନେଶ୍ୱର : ବିଧାନସଭାରେ ଉଠିଲା କୋକେଇ । ପଡ଼ିଲା ଖଇ କଉଡି। ‘ରାମ ନାମ ସତ୍ୟ ହେ’ ଧ୍ବନିରେ କମ୍ପିଲା ବିଧାନସଭା । ଏସସିବି ଅଗ୍ନିକାଣ୍ଡକୁ ନେଇ ବିଜେଡି ସଦସ୍ୟମାନେ ପ୍ରତିକାତ୍ମକ କୋକେଇ କରି ବିରାଟ ଶୋଭାଯାତ୍ରା କରିଛନ୍ତି । ଏଥିରେ କଂଗ୍ରେସ … Read More

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍‌ ଆମ୍ଵାସଡର

ଭୁବନେଶ୍ୱର: ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍‌ ଆମ୍ଵାସଡର। ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ହେଲେ ବ୍ରାଣ୍ଡ୍‌ ଆମ୍ବାସଡର। ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ। ବାଲୁକା କଳା ମଧ୍ୟରେ ଲୋକଙ୍କୁ ସଚେତନ କରିବେ … Read More

ରେଢାଖୋଲରେ ଦୁର୍ଦ୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ରେଢାଖୋଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଟିମାକୁ ଗୁଳିମାଡ଼ । ପୋଲିସ ଗୁଳିରେ ଟିମା ଝାଙ୍କର ଓରଫ ଧନେଶ୍ୱର ଝାଙ୍କର ଆହତ ହୋଇଛି । ଟିମାର ଡାହାଣ ଗୋଡ଼ରେ ବାଜିଛି ଗୁଳି । ଆହତ ଟିମାକୁ ରେଢ଼ାଖୋଲ ଡାକ୍ତରଖାନାରେ ଭର୍ତ୍ତି … Read More

ବିଜେବି କଲେଜ ଫେରୱେଲ୍ ପାର୍ଟିରେ ଡିଜେ ବଜାଇବାକୁ ନେଇ କ୍ୟାମ୍ପସରେ ଉତ୍ତେଜନା, ୨୫ ଛାତ୍ର ଆହତ

ଭୁବନେଶ୍ୱର : ଅଶାନ୍ତ ବିଜେବି କଲେଜ । ଫେରୱେଲ୍ ପାର୍ଟିରୁ ପିଟାପିଟି । କ୍ୟାମ୍ପସରେ ଚାଲିଲା ଇଟା ପଥର ମାଡ଼ । ଡିଜେ ବଜାଇବାକୁ ନେଇ କ୍ୟାମ୍ପସରେ ଉତ୍ତେଜନା । ଦୁଇ ହଷ୍ଟେଲ ପିଲାଙ୍କ ମଧ୍ୟରେ ଗଣ୍ଡଗୋଳ । ପଥର ମାଡ ଯୋଗୁ … Read More