ପ୍ରମିଳାଙ୍କ ନୋଟିସର ଜବାବ ଦେଲେ କ୍ରସ ଭୋଟିଂ କରିଥିବା ୬ ବିଧାୟକ

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କରିଥିବା ୬ଜଣ ବିଜେଡି ବିଧାୟକ ମୁଖ୍ୟ ସଚେତକଙ୍କ କାରଣ ଦର୍ଶାଅ ନୋଟିସର ଜବାବ ଦେଇଛନ୍ତି। ଗତ ୧୭ତାରିଖରେ ଦଳର ୬ଜଣ ବିଧାୟକଙ୍କୁ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ନୋଟିସ ଜାରି କରିଛନ୍ତି। ରାଜ୍ୟସଭା … Read More

କଲେଜରେ ଆରମ୍ଭ ହେବ ଏଆଇ ଶିକ୍ଷା: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ଵର:ଏଆଇ ଶିକ୍ଷାକୁ ମିଳିବ ପ୍ରାଧାନ୍ୟ ।ଏନେଇ ଉଚ୍ଚ ଶିକ୍ଷା ପକ୍ଷରୁ ପ୍ରସ୍ତୁତି ଆରମ୍ଭ କରାଯାଇଛି  କଲେଜରେ ଆରମ୍ଭ ହେବ ଏଆଇ ଶିକ୍ଷା। ଉଚ୍ଚଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ ଏଆଇ ଫର ଅଲ ପାଠ୍ୟକ୍ରମ। ରମାଦେବୀ ବିଶ୍ୱବିଦ୍ୟାଳୟରେ ଏଆଇ ଏଣ୍ତ ରବୋଟିକ ସେଣ୍ଟର ଅଫ୍‌ … Read More

୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌, ଜମି ନେଇ ଶିଳ୍ପ କରୁ ନ ଥିବାରୁ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ ନ ଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ ୭ଟି ଶିଳ୍ପାନୁଷ୍ଠାନ … Read More

ନିୟମିତ ହେଲେ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର … Read More

ମାର୍ଚ୍ଚ ୨୫ ଚୈତ୍ର ଶୁକ୍ଳ ସପ୍ତମୀରେ ରତ୍ନଭଣ୍ଡାର ଗଣତିମଣତି

ପୁରୀ : ରତ୍ନଭଣ୍ଡାର ଗଣତି ମଣତି ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ।  ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ଏସଓପି ଅନୁଯାୟୀ ହେବାକୁ ଥିବା ପ୍ରକ୍ରିୟା ସମ୍ପର୍କରେ ବୈଠକରେ ଆଲୋଚନ  ।   ରତ୍ନଭଣ୍ଡାର ତଦାରଖ କମଟି ଅଧକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏବଂ ଶ୍ରୀମନ୍ଦିର … Read More

କ୍ଷତିପୂରଣ ଦାବିରେ କ୍ଷୁଦ୍ର ଜଳସେଚନ ବିଭାଗ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ରାୟଗଡା : କ୍ଷତିପୂରଣ ଦାବି କରି ରାୟଗଡା କ୍ଷୁଦ୍ରଜଳସେଚନ ବିଭାଗର କାର୍ଯ୍ଯାଳୟକୁ ତାଲା ପକାଇଲେ ଚାଷୀ ।  ଜମି ହରାଇଥିବା ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ନ ମିଳିବା ଯାଏ କାର୍ଯ୍ଯାଳୟ ଆଗରେ ଧାରଣା ଜାରି ରହିବ ବୋଲି ଗ୍ରାମବାସୀ କହିଛନ୍ତି । କାର୍ଯ୍ଯାଳୟରେ … Read More

ପୋଷ୍ଟ ଅଫିସରୁ ଲକ୍ଷାଧିକ ଟଙ୍କା ଲୁଟ୍

ଜଳେଶ୍ବର: ପୋଷ୍ଟ ଅଫିସରୁ ଲୁଟିଲେ ଦୁର୍ବୃତ୍ତ। ବିଳମ୍ବିତ ରାତିରେ ତାଲା ଭାଙ୍ଗି ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟିନେଲେ । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ବରୁଣଗଡିଆ ଡାକଘର ତାଲା ଭାଙ୍ଗି ଲୁଟ୍ ଅଭିଯୋଗ ହୋଇଛି । ଗତକାଲି ଅପରାହ୍ନରେ … Read More

ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ

ଭୁବନେଶ୍ବର: ଭୁବନେଶ୍ବରରେ ଭୟଙ୍କର ଅଗ୍ନିକାଣ୍ଡ । ପ୍ରିୟଦର୍ଶିନୀ ମାର୍କେଟରେ ନିଆଁ । ଟେଡି ଦୋକାନରେ ଲାଗିଲା ନିଆଁ। ନୁଆ କରି ଦୋକାନ ଖୋଲିଥିବା ଦୋକାନରେ ଅଗ୍ନିକାଣ୍ଡ । ଟେଡି ଓ ଖେଳନା ଯୋଗୁ ନିଆ ମାତ୍ରାଧିକ ଭାବେ ବ୍ୟାପିଛି। ନିଆଁ ଲିଭା କାର୍ଯ୍ୟରେ … Read More

ଧାନ କିଣାରେ ବିଭ୍ରାଟ, ତହସିଲଦାରଙ୍କ ଗାଡି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି: ମଣ୍ଡିରୁ ଉଠୁନି ଧାନ। ତହସିଲଦାରଙ୍କ ଗାଡି ଆଗରେ ଶୋଇଲେ ଚାଷୀ । ଭଦ୍ରକ ଜିଲ୍ଲା ତିହିଡି଼ ବ୍ଲକରେ ବାରମ୍ବାର ଧାନ କିଣାରେ ବିଭ୍ରାଟ ଅଭିଯୋଗ । ଏନେଇ ରାଜରାସ୍ତାକୁ ଓହ୍ଲାଇବା ସହ ରାସ୍ତା ରୋକ କରିଛନ୍ତି ଗଦି ଚାରିତରଫପୁର ସେବା ସମବାୟ … Read More

ନନ୍ଦନକାନନକୁ ଆସିବେ ୩ ପ୍ରଜାତିର ୧୮ ଜୀବଜନ୍ତୁ

ବରାଙ୍ଗ: ନନ୍ଦନକାନନ ଆସିବେ ନୂଆ ଅତିଥି । ୩ ପ୍ରଜାତିର ୧୮ ଜୀବଜନ୍ତୁ ଆସିବେ ନନ୍ଦନକାନନ । ଏଥିପାଇଁ ପ୍ରକ୍ରିୟା ଜାରି ରହିଛି ।  ଚଳିତବର୍ଷର ଦ୍ଵିତୀୟ ପର୍ଯ୍ୟାୟରେ ଜନ୍ତୁ ଅଦଳବଦଳ ପ୍ରକ୍ରିୟା କାର୍ଯ୍ୟକାରୀ ହୋଇଛି । ନନ୍ଦନକାନନ ପ୍ରାଣୀଉଦ୍ୟାନ ଏବଂ ଗୁଜୁରାଟର … Read More