ଚଳିତ ବର୍ଷ ବଢ଼ିବନି ବିଦ୍ୟୁତ ବିଲ୍, ହ୍ରାସ ହେଲା ଟ୍ରାନ୍ସମିସନ୍ ଚାର୍ଜ
ଭୁବନେଶ୍ୱର : ଚଳିତ ବର୍ଷ ବଢ଼ିବନି ବିଦ୍ୟୁତ ବିଲ୍ । ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ୨୦୨୬-୨୭ ବର୍ଷ ପାଇଁ ନୂଆ ବିଦ୍ୟୁତ ଦର ଘୋଷଣା କରିଛନ୍ତି । ଲଗାତାର ପଞ୍ଚମ ବର୍ଷ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଛି । ନୂଆ … Read More
