ବିବାହିତ ପୁରୁଷଙ୍କ ଲିଭ୍-ଇନ୍ ସମ୍ପର୍କ ଅପରାଧ ନୁହେଁ: ଆହ୍ଲାବାଦ ହାଇକୋର୍ଟ

ଆହ୍ଲାବାଦ: ବିବାହିତ ପୁରୁଷଙ୍କ ଲିଭ୍-ଇନ୍ ସମ୍ପର୍କ ଅପରାଧ ନୁହେଁ ।  ଆହ୍ଲାବାଦ ହାଇକୋର୍ଟ ଏକ ବଡ଼ ଶୁଣାଣି କରି କହିଛନ୍ତି ଯେ, ଯଦି ଜଣେ ବିବାହିତ ପୁରୁଷ ଅନ୍ୟ ଜଣେ ଯୁବତୀଙ୍କ ସହ ସହମତିରେ ‘ଲିଭ୍-ଇନ୍’ ସମ୍ପର୍କରେ ରହୁଛନ୍ତି, ତେବେ କୌଣସି … Read More

ଲକଡାଉନ୍ ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ, ସ୍ପଷ୍ଟୀକରଣ ରଖିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଲକଡାଉନ୍ ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ । ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ । ଦେଶରେ ପୁଣିଥରେ ‘ଲକଡାଉନ୍’ ଲାଗୁ ହେବା ନେଇ ଚାଲିଥିବା ଚର୍ଚ୍ଚା ଉପରେ କେନ୍ଦ୍ର ସରକାର ନିଜର ନୀରବତା ଭାଙ୍ଗିଛନ୍ତି । କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ … Read More

ରାମ ନବମୀରେ ରାମଲଲାଙ୍କ ସୂର୍ଯ୍ୟ ତିଳକ, ଦିବ୍ୟ ଦର୍ଶନ କଲେ ଭକ୍ତ

ଉତ୍ତରପ୍ରଦେଶ: ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ପ୍ରଭୁ ରାମଲାଲାଙ୍କ କପାଳରେ ‘ସୂର୍ଯ୍ୟ ତିଳକ’ ଏକ ଅତ୍ୟନ୍ତ ଚମତ୍କାର ଦୃଶ୍ୟ ଦେଖାହୋଇଛି । ପ୍ରତିବର୍ଷ ରାମ ନବମୀ ତିଥିରେ ମଧ୍ୟାହ୍ନ ୧୨ଟା ସମୟରେ ସୂର୍ଯ୍ୟକିରଣ ସିଧାସଳଖ ଯାଇ ପ୍ରଭୁଙ୍କ କପାଳରେ ପଡ଼ିଥାଏ, ଯାହା … Read More

ଜନଗଣନା ବେଳେ ଅଶାଳୀନ ପ୍ରଶ୍ନ ପଚାରିଲେ ଯିବାକୁ ପଡ଼ିବ ଜେଲ, ନିର୍ଦ୍ଦେଶ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଭାରତର ଆଗାମୀ ଜନଗଣନା ୨୦୨୭କୁ ନେଇ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଭାରତର ରେଜିଷ୍ଟରିଅର୍ ଜେନେରାଲଙ୍କ ଦ୍ବାରା ଜାରି ହୋଇଥିବା ଏକ ସର୍କୁଲାର ଅନୁଯାୟୀ, ଯଦି କୌଣସି ଜନଗଣନା ଅଧିକାରୀ ଜାଣିଶୁଣି ଅପମାନଜନିକ ତଥା ଅନୁଚିତ୍ … Read More

ଅଟୋକୁ ଧକ୍କା ଦେଲା ସ୍କର୍ପିଓ, ଗୋଟିଏ ପରିବାରର ୫ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି । ସ୍କର୍ପିଓ ଏବଂ ଅଟୋର ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ଏହି ସମସ୍ତ … Read More

ପେଟ୍ରୋଲ୍‌ ଓ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି

ନୂଆଦିଲ୍ଲୀ: ତେଲ ଟିକସ କମାଇଲେ କେନ୍ଦ୍ର ସରକାର ।  ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବଢ଼ିବାରେ ଲାଗିଛି । ଏହାର ପ୍ରଭାବରୁ ସାଧାରଣ ଜନତାଙ୍କୁ ରକ୍ଷା କରିବା ପାଇଁ ଭାରତ ସରକାର ଏକ … Read More

ବସ୍-ପିକ ଅପ୍ ଧକ୍କା; ୧୦ ମୃତ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଫଳରେ ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୧ ଜଣ ଆହତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମିଲ ହୋଇ ଫେରୁଥିବା ବେଳେ ଛିନ୍ଦୱାଡ଼ାର ନାଗପୁର ରୋଡର ସିମାରିୟା ନିକଟରେ … Read More

୧୦ ଦିନ ପାଇଁ ଟ୍ରମ୍ପଙ୍କ ଯୁଦ୍ଧବିରତି

ନୂଆଦିଲ୍ଲୀ: ଇରାନ ଉପରେ ଆକ୍ରମଣ ବନ୍ଦ । ୧୦ ଦିନ ପାଇଁ ଟ୍ରମ୍ପଙ୍କ ଯୁଦ୍ଧବିରତି । ଇରାନ ଉପରେ ୧୦ ଦିନ ପାଇଁ ଆକ୍ରମଣ ସ୍ଥଗିତ ରଖିଲା ଆମେରିକା । ଏହି ସମୟ ମଧ୍ୟରେ ଇରାନର ବିଦ୍ୟୁତ ଓ ଶକ୍ତି ଭିତ୍ତିଭୂମି … Read More

ନେପାଳ ପ୍ରଧାନମନ୍ତ୍ରୀ ଭାବେ ହିନ୍ଦୁ ରୀତିନୀତିରେ ଶପଥ ନେଲେ ବାଲେନ୍ ଶାହ, ଅଭିନନ୍ଦନ ଜଣାଇଲେ ମୋଦୀ

କାଠମାଣ୍ଡୁ: ନେପାଳ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାସନାଲ ଇଣ୍ଡିପେଣ୍ଡେଣ୍ଟ ପାର୍ଟି ନେତା ବାଲେନ ଶାହ ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସେ ନେପାଳର ୪୭ତମ ପ୍ରଧାନମନ୍ତ୍ରୀ ହୋଇଛନ୍ତି।  ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ ସମ୍ବିଧାନର ଧାରା … Read More

ରାଜମହଲ ଛକରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଯୁବକ ଆତ୍ମହୁତି ଉଦ୍ୟମ କରିଛନ୍ତି। ରାଜମହଲ ଛକରେ ଯୁବକ ଜଣକ ନିଜ ଦେହରେ ନିଆଁ ଲଗାଇ ଏପରି ଉଦ୍ୟମ କରିଛନ୍ତି। ରାମନବମୀ ଉତ୍ସବ ପାଳନରେ ରାଜଧାନୀ ଚଳଚଞ୍ଚଳ ହେଉଥିବା ସମୟରେ ପ୍ରମୁଖ ଛକ … Read More