ଘରକୁ ମାଡ଼ିଗଲା ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବନେଶ୍ୱର : ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାରେ ବଡ଼ ଅଘଟଣ ଦେଖିବାକୁ ମିଳିଛି। ରଥ ଟଣା ସମୟରେ ଜଣଙ୍କ ଘରକୁ ରଥ ମାଡ଼ି ଯାଇଛି। ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାରେ ବଡ଼ ଅଘଟଣ ଦେଖିବାକୁ ମିଳିଛି। ଆଜି ଦ୍ଵିତୀୟଦିନରେ ରଥଟଣା ଚାଲିଥିବା ସମୟରେ … Read More

୩ଦିନିଆ ଓଡିଶା ଗସ୍ତରେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ। ୩ଦିନିଆ ଗସ୍ତରେ ଓଡିଶା ଆସିଛନ୍ତି ଶ୍ରୀ ଦ୍ୱିବେଦୀ। ଭାରତୀୟ ସ୍ଥଳ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ ତିନି ଦିନିଆ ଓଡିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସୂଚନା ଅନୁସାରେ ଶ୍ରୀ … Read More

ରଥ ନିର୍ମାଣ ପାଇଁ ସୋନପୁରରୁ ଆସିବ କାଠ

ସୁବର୍ଣ୍ଣପୁର : ପୁରୀରେ ରଥ ନିର୍ମାଣ ପାଇଁ ସୋନପୁରରୁ ଆସିବ ରଥକାଠ ।  ପ୍ରଥମ ଥର ପାଇଁ ସୁବର୍ଣ୍ଣପୁରରୁ ଆସିବ ରଥ କାଠ  l  ପୁରୀ ରଥଯାତ୍ରା ପାଇଁ ରଥ ନିର୍ମାଣ ପାଇଁ ସୁବର୍ଣ୍ଣପୁର ଜିଲ୍ଲା ମଲ୍ଲିକ ମୁଣ୍ଡା ଗାଁରେ ରଥକାଠ କଟାଯାଇଛି  … Read More

ମୃତ୍ୟୁର ମାସେ ପରେ ଦୁବାଇରୁ ଜନ୍ମମାଟିରେ ପହଁଚିଲା ମୃତଦେହ

ଚାନ୍ଦବାଲି :  କାମ କରିବାକୁ ଦୁବାଇ ଯାଇଥିଲେ । କାମ କରି ଟଙ୍କା ଆଣିଲେ ଘରର ଛାତ ପଡିବ ବୋଲି କହିଯାଇଥିଲେ  । ହେଲେ ଶବ ହୋଇ ଫେରିଲେ ଗାଁକୁ ।  ପାଖାପାଖି ଏକ ବର୍ଷ ହେବ ଭଦ୍ରକ ଜିଲ୍ଲା ଚାନ୍ଦବାଲି … Read More

ରାଜ୍ୟରେ କାଳବୈଶାଖୀ ତାଣ୍ଡବ, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ କିଛି ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ । ବର୍ଷା ସହ କୁଆପଥର ମାଡ଼ ହେଉଛି । ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କଟକ ଜିଲ୍ଲାରେ କୁଆପଥର ବର୍ଷା ହୋଇଛି । କାଳବୈଶାଖୀ ପ୍ରଭାବରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳ ପ୍ରଭାବିତ ହୋଇଛି … Read More

ଖପୁରିଆରେ ରଥକାଠ ଚିରଟର ଶୁଭ ଅନୁକୂଳ

ପୁରୀ: ଆଜି ଶ୍ରୀରାମ ନବମୀରେ ରଥକାଠ ଚିରଟର ଶୁଭ ଅନୁକୂଳ ହୋଇଛି । ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ହୋଇଥିବା ମାଳ, ମହାପ୍ରସାଦ ନେଇ ଏକ ଟିମ୍ କଟକ ଅଭିମୁଖେ ଯାତ୍ରା କରିଛନ୍ତି। କଟକ ଖପୁରିଆସ୍ଥିତ ସ’ ମିଲରେ ମାଳ ମହାପ୍ରସାଦ ଲାଗି … Read More

ସ୍କୁଲରେ ନବମ ଶ୍ରେଣୀ ଛାତ୍ରଙ୍କୁ ନିସ୍ତୁକ ପିଟିଲେ ୩ ସହପାଠୀ

ସୁବର୍ଣ୍ଣପୁର: ସ୍କୁଲ ପରିସରରେ ନବମ ଶ୍ରେଣୀ ଛାତ୍ରଙ୍କୁ ନିସ୍ତୁକ ମାଡ଼ । ବିଧା, ଗୋଇଠା ସହ ଚାପୁଡା । ସୋସିଆଲ ମିଡିଆରେ ଭାଇରାଲ ଭିଡିଓ । ସୁବର୍ଣ୍ଣପୁର ଜିଲ୍ଲାର ବିଦ୍ୟାଳୟରୁ ଆସିଛି ଅମାନବୀୟ ଭିଡିଓ । ଜଣେ ନବମ ଶ୍ରେଣୀ ଛାତ୍ରକୁ ତାର … Read More

ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ, ଜିଲ୍ଲାପାଳଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଚିଠି

ଭୁବନେଶ୍ୱର : ଖରାଛୁଟି ଆରମ୍ଭ ହେବା ପୂର୍ବରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ବଣ୍ଟନ କର ୟୁନିଫର୍ମ । ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଏଭଳି ନିର୍ଦ୍ଦେଶ ଦେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପୂର୍ବ ଶିକ୍ଷାବର୍ଷରେ ପୋଷାକ ଦେବାରେ ହୋଇଥିଲା ବିଳମ୍ବ … Read More

ଆଜି ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ପାରମ୍ପରିକ ସାହିଯାତ ଆରମ୍ଭ

ପୁରୀ : ଆଜି ପବିତ୍ର ଶ୍ରୀରାମନବମୀ ।  ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ । ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଯାତରେ ରାମାୟଣ କଥାବସ୍ତୁ ଉପରେ ଆଧାରିତ ହୋଇଥାଏ । ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ ପର୍ଯ୍ୟନ୍ତ … Read More

ଯୁଦ୍ଧ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ଅସାଧୁ ବ୍ୟବସାୟୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଉଚ୍ଚସ୍ତରୀୟ ବୈଠକରେ ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ ଦ୍ରବ୍ୟର କୃତ୍ରିମ ଅଭାବଜନିତ ସମସ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ … Read More