ଏପ୍ରିଲ ୧ ରୁ ସୁଭଦ୍ରା ପାଇଁ ନୂତନ ପଞ୍ଜୀକରଣ

ଭୁବନେଶ୍ବର: ରାଜ୍ୟର ନୂତନ ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଗାମୀ ଏପ୍ରିଲ ୧ ତାରିଖରୁ ଏଥିନେଇ ଆବେଦନ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି ଶ୍ରୀମତୀ ପରିଡ଼ା। ସୁଭଦ୍ରା ଯୋଜନାରେ ନୂତନ ଆବେଦନ ପାଇଁ … Read More

ଶୋଭାଯାତ୍ରାରେ ବିଧାୟକଙ୍କ ଫାଙ୍କା ଗୁଳିଚାଳନା

ବଲାଙ୍ଗୀରି : ବିଧାୟକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ ।  ବଲାଙ୍ଗିର ଟିଟିଲାଗଡ଼ରେ ରାମ ନବମୀ ଅବସରରେ ଏକ ବିରାଟ ଶୋଭାଯାତ୍ରାର ଆୟୋଜନ ହୋଇଥିଲା । ଏହି ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ ସହିତ … Read More

ଏପ୍ରିଲ ୮ରୁ ବାହାର ରତ୍ନଭଣ୍ଡାର ଦ୍ୱିତୀୟ ପର୍ଯ୍ୟାୟ ଗଣତିମଣତି

ପୁରୀ : ଏପ୍ରିଲ ୮, ୯ ଓ ୧୦ରେ ବାହାର ରତ୍ନଭଣ୍ଡାରର ଦ୍ୱିତୀୟ ପର୍ଯ୍ୟାୟ ଗଣତି ମଣତି ।  ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ କିମ୍ୱା ନୀତିକାନ୍ତିରେ କିଭଳି ବାଧାପ୍ରାପ୍ତ ନହେବ ସେନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି । ଏହା ପରେ … Read More

ରାଜ୍ୟରେ ତୈଳ କିମ୍ବା ଗ୍ୟାସ ସଙ୍କଟ ନାହିଁ, ବିରୋଧୀ କରୁଛନ୍ତି ଅପପ୍ରଚାର

ଭୁବନେଶ୍ୱର : ରାଜ୍ୟରେ ତୈଳ କିମ୍ବା ଗ୍ୟାସ ସଙ୍କଟ ନାହିଁ । ବିରୋଧୀମାନେ ଅପପ୍ରଚାର କରୁଛନ୍ତି । ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏଲପିଜି ବୁକିଂରେ ସମୟ ଟିକେ ବଢ଼ିଛି । ଅନ୍ୟ ଦେଶ ତୁଳନାରେ ଆମେ ଭଲରେ … Read More

ଗ୍ୟାସ୍‌ ଏଜେନ୍ସି ଆଗରେ ବିକ୍ଷୋଭ: ଡେଲିଭେରି ନ ହୋଇ ଆସୁଛି ଡେଲିଭେରି ମେସେଜ

ଭୁବନେଶ୍ୱର : ରାଜଧାନୀରେ ଗ୍ୟାସ ଉପଭୋକ୍ତାଙ୍କ ଅଭିଯୋଗ । ଗ୍ୟାସ ବୁକିଂ ହୋଇଛି ଓଟିପି ଆସିଛି । ହେଲେ ଗ୍ୟାସ ଡେଲିଭେରି ନ ହୋଇ ଡେଲିଭେରି ହେବାର ମେସେଜ ଆସୁଛି । ଏପରିକି ସବସିଡି ଟଙ୍କା ଆକାଉଣ୍ଟରେ ଆସି ଗଲାଣି ଅଥଚ ଗ୍ୟାସ … Read More

ବିବାହ ପାଇଁ ପ୍ରେମିକା ମନା କରିବାରୁ ଜୀବନ ହାରିବାକୁ ଟାୱାର ଉପରେ ଚଢିଗଲେ ଯୁବକ

କାଲିମେଳା : ଲଭ୍ କେଲିଏ କୁଛି ଭି କରେଗା । ବିବାହ ପାଇଁ ମନା କଲା ପ୍ରେମିକା । ମୋବାଇଲ ଟାୱାର ଉପରେ ଚଢିଗଲେ ଯୁବକ ।  ଟାୱାର ଉପରେ ଚଢ଼ି ଜୀବନ ଉଦ୍ୟମ କରିଥିଲେ ଆଡ଼ମା ମାଡ଼କାମୀ । ମାଲକାନଗିରି ପଡ଼ିଆ … Read More

ନବବଧୂଙ୍କ ସନ୍ଦେଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ବଲାଙ୍ଗୀରି : ବିବାହକୁ ବର୍ଷେ ପୂରିନି, ଚାଲିଗଲା ନବ ବଧୂଙ୍କ ଜୀବନ| ସନ୍ଦେହ ଘେରରେ ନବବଧୂଙ୍କ ମୃତ୍ୟୁ । ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ମହୀପୁରରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଅନୁପମା ମହାନନ୍ଦ । ତାଙ୍କୁ ହତ୍ୟା … Read More

ଦଶପଲ୍ଲା ଟୁରିଷ୍ଟ ବସ୍ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ୪ଲକ୍ଷ ଲେଖାଏଁ ସହାୟତା

ନୟାଗଡ଼: ନୟାଗଡ଼ ଦଶପଲ୍ଲାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା ମୃତକଙ୍କ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିସହ ପ୍ରତି ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି । … Read More

ସ୍ବର୍ଗଦ୍ବାର ସମ୍ମୁଖରେ ଯୁବକଙ୍କୁ ନିର୍ମମ ହତ୍ୟା

ପୁରୀ: ପୁରୀରେ ଯୁବକଙ୍କୁ ନିର୍ମମ ହତ୍ୟା । ମାରଣାସ୍ତ୍ରରେ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ପୁରୀ ଜିଲ୍ଲା ପେଣ୍ଠକଟା ଧୋବାଖାଲଠାରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ବଡଶଙ୍ଖ ଅଞ୍ଚଳର ତପୁ ନାୟକ। ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ହତ୍ୟା … Read More

ବାରିପଦାରେ ତାଣ୍ଡବ ରଚିଲା କାଳବୈଶାଖୀ: ୨ ମୃତ, ୩ ଆହତ

ମୟୁରଭଞ୍ଜ: ବାରିପଦାରେ କାଳବୈଶାଖୀ ତାଣ୍ଡବ । ପ୍ରବଳ ବର୍ଷା ଓ ପବନରେ ଦୁଇ ମୃତ ଓ ୩ ଆହତ ।  ଆହତଙ୍କୁ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲ ରେ ଭର୍ତ୍ତି କରାଯାଇଛି ।  ଗତକାଲି ରାତି ପ୍ରାୟ ୮ଟା ବେଳେ … Read More