ଶ୍ରୀଜିଉଙ୍କୁ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ
ପୁରୀ: ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ । ସପତ୍ନୀକ ପୁରୀ ଆସି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ଉପେନ୍ଦ୍ର ଦ୍ବିବେଦୀ । ସକାଳ ୭ଟାରେ ସିଂହଦ୍ବାରରେ ପହଞ୍ଚିବା ପରେ ସେବାୟତ ଓ ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା । ମହାପ୍ରଭୁଙ୍କ ପତାକା … Read More
