ବାପା ମା’ଙ୍କୁ ହଇରାଣ କଲେ ହେବ ଦରମା କାଟ୍, ପାସ୍ ହେଲା ବିଲ୍
ତେଲଙ୍ଗାନା : ଆଉ ବାପା ମା’ଙ୍କୁ କରିପାରିବେନି ହଇରାଣ । ଜନ୍ମ କଲା ବାପା ମାଙ୍କୁ ଅସୁବିଧାରେ ପକାଉଥିବା ବ୍ୟକ୍ତିଙ୍କୁ ସୁଧାରିବା ପାଇଁ ସରକାର ନେବେ ଅଦ୍ଭୁତ ପଦକ୍ଷେପ । ହଇରାଇ କଲେ କି ଅସୁବିଧା ଆଣିଲେ ଦରମାରେ ପଇସା କାଟ୍ କରି … Read More
