ଇରାନକୁ ଝଟକା ଦେବାକୁ ହର୍ମୁଜ ପ୍ରଣାଳୀକୁ ଅସ୍ତ୍ର କରିବେ ଟ୍ରମ୍ପ, ଦୀର୍ଘକାଳୀନ ଅବରୋଧ ଯୋଜନା

ୱାସିଂଟନ: ହର୍ମୁଜ ପ୍ରଣାଳୀ ହେଉଛି ବିଶ୍ୱବ୍ୟାପୀ ଇନ୍ଧନ ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ରପଥ। ତେବେ ଗତ ୨ ମାସ ଧରି ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁଁ ଏହି ମାର୍ଗ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଅନେକ … Read More

ବାଂଲାଦେଶରେ ମହାମାରୀ ରୂପ ନେଲାଣି ମିଳିମିଳା: ଗଲାଣି ରେକର୍ଡ ସଂଖ୍ୟକ ଲୋକଙ୍କ ଜୀବନ

ଢ଼ାକା: ମିଳିମିଳାର ଘାତକ ଲହରୀର ସାମ୍ନା କରୁଛି ବାଂଲାଦେଶ। ଟିକାକରଣରେ ଚାମ୍ପିୟନ ବାଂଲାଦେଶ ଏବେ ମିଳିମିଳା ମହାମାରୀ ଗତି କରୁଛି। ମିଳିମିଳା ପାଇଁ ଦେଶରେ ରେକର୍ଡ ସଂଖ୍ୟକ ଲୋକଙ୍କ ଜୀବନ ଗଲାଣି। ମିଳିମିଳା ଯୋଗୁ ମାର୍ଚ୍ଚ ୧୫ରୁ ଇତି ମଧ୍ୟରେ ୨୫୦ … Read More

ବଦଳିଲା ପାନ୍ କାର୍ଡ ନିୟମ ; ନମାନିଲେ ୧୦ ହଜାର ଜରିମାନା!

ନୂଆଦିଲ୍ଲୀ : ବଦଳିଲା ପାନ୍ କାର୍ଡ ନିୟମ। ମେ ମାସ ଆରମ୍ଭ ହେବା ସହିତ ପାନ କାର୍ଡ ସହିତ ଜଡିତ ନିୟମରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଯଦି ଆପଣ ସମୟ ମଧ୍ୟରେ ଆବଶ୍ୟକୀୟ ପଦକ୍ଷେପ ନ ନିଅନ୍ତି, ତେବେ … Read More

ପତ୍ନୀଙ୍କୁ ମାରି ସିମେଣ୍ଟ ପ୍ଲାଷ୍ଟର କଲା ସ୍ୱାମୀ

ଗୁଜରାଟ : ସୁରଟର ଗୋଡାଦରା ଅଞ୍ଚଳରୁ ଚାଞ୍ଚଲ୍ୟକର ଏକ ଘଟଣା ଏବେ ସାମ୍ନାକୁ ଆସିଛି। ଯାହା ସହରକୁ ସ୍ତବ୍ଧ କରି ଦେଇଛି। ଏଠାରେ ଜଣେ ବ୍ୟକ୍ତିଙ୍କ ଉପରେ ନିଜ ପତ୍ନୀଙ୍କୁ ହତ୍ୟା କରି ମୃତଦେହକୁ ଅଭିବନ ଉପାୟରେ ଲୁଚାଇ ରଖିଥିବା ଅଭିଯୋଗ … Read More

ଇଭିଏମ୍ ଟ୍ୟାମ୍ପରିଂ ହୋଇଥିଲେ ସାନି ମତଦାନ

ନୂଆଦିଲ୍ଲୀ: ଆଜି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ଅନେକ ସ୍ଥାନରେ ଇଭିଏମ୍ ରେ କଳା/ଧଳା ଟେପ୍ ଲଗାଯିବା ଏବଂ ଇଭିଏମ୍ ଟ୍ୟାମ୍ପରିଂର ଅଭିଯୋଗ ଆସିଛି। ଅଭିଯୋଗ ହୋଇଛି ଯେ ଇଭିଏମ୍ ରେ ଭାରତୀୟ ଜନତା … Read More

ସରିଲା ପଶ୍ଚିମବଙ୍ଗ ନିର୍ବାଚନ, ଅପରାହ୍ଣ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ

କୋଲକାତା: ସରିଲା ପଶ୍ଚିମବଙ୍ଗ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ। ଅପରାହ୍ଣ ୫ଟା ସୁଦ୍ଧା ୮୯.୯୯ ପ୍ରତିଶତ ମତଦାନ ହୋଇଛି । ଇଭିଏମରେ ସିଲ୍ ହୋଇଯାଇଛି ନେତାଙ୍କ ଭାଗ୍ୟ। ଆସନ୍ତା ମେ ୪ରେ ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର। ଆଜି ଦ୍ବିତୀୟ ତଥା … Read More

୫୯୪ କିମି ଲମ୍ବା ଗଙ୍ଗା ଏକ୍ସପ୍ରେସ ୱେ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ବାରାଣସୀ : ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫୯୪ କିମି ଦୀର୍ଘ ଗଙ୍ଗା ଏକ୍ସପ୍ରେସ୍ ୱେକୁ ଉଦଘାଟନ କରିଛନ୍ତି । ପ୍ରାୟ ୩୬୨୩୦ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଗଙ୍ଗା ଏକ୍ସପ୍ରେସ ୱେ ହେଉଛି ଉତ୍ତର ପ୍ରଦେଶର ସବୁଠାରୁ ଲମ୍ବା ଏକ୍ସପ୍ରେସ … Read More

ଗାଜିଆବାଦରେ ଗୌର ଗ୍ରୀନ୍ ଆଭେନ୍ୟୁ ସୋସାଇଟିରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଫ୍ଲାଟ୍

ଗାଜିଆବାଦ : ୟୁପି ଗାଜିଆବାଦରେ ଭୟାବହ ଅଗ୍ନିକାଣ୍ଡ । ଗାଜିଆବାଦ ଇନ୍ଦିରାପୁରମର ଅଭୟ ଖଣ୍ଡରେ ଥିବା ଗୌର ଗ୍ରୀନ୍ ଆଭେନ୍ୟୁ ସୋସାଇଟିରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଏତେ ଭୟଙ୍କର ଥିଲା ଯେ ଅନେକ ମହଲାକୁ ବ୍ୟାପି ଯାଇଛି । ଏପରିକି ଦିଲ୍ଲୀ-ମିରଟ … Read More

କଳାହାଣ୍ତିରେ ଭୂକମ୍ପ ଝଟକା: ଲୋକେ ଭୟଭୀତ

ଭବାନୀପାଟଣା:ଭୂକମ୍ପ ଝଟକାରେ ଥରିଲା କଳାହାଣ୍ତି। ବୁଧବାର ସନ୍ଧ୍ୟା ପ୍ରାୟ ୭ଟା ୪୩ ମିନିଟ ସମୟରେ କଳାହାଣ୍ଡିର ବିଭିନ୍ନ ସ୍ଥାନରେ ଭୂକମ୍ପ ଅନୁଭୂତ ହେଇଛି। ଜିଲା ମହକୁମା ସମେତ ଜୁନାଗଡ଼, ଧର୍ମଗଡ, କୋକସରା, ଜୟପାଟଣା , କଲମପୁର, ଉତ୍କେଲା ଆଦି ଅଞ୍ଚଳରେ ପ୍ରାୟ … Read More

ମହିଳା ହାବିଲଦାରଙ୍କୁ ନିର୍ଯାତନା ମାମଲା: ଆରଆଇଙ୍କ ବଦଳି

ଅନୁଗୁଳ: ଅନୁଗୁଳରେ ମହିଳା ହାବିଲଦାରଙ୍କୁ ନିର୍ଯାତନା ମାମଲାରେ ଆରଆଇଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ରିଜର୍ଭ ଅଫିସରୁ ବଦଳିଲେ ଆରଆଇ ଗୋବିନ୍ଦ ମାହାରୀ । ଅନୁଗୁଳ ଏସପିଙ୍କ ସୁପାରିଶ ଆଧାରରେ ପୁଲିସ୍‌ ଡିଜି କଳାହାଣ୍ଡି 9th IRB କୁ ଗୋବିନ୍ଦ … Read More